Latest Odisha News

BREAKING NEWS

Browsing Tag

Narasingha Mishra

ଆଦିବାସୀଙ୍କ ଉପରେ ପୋଲିସର ଅତ୍ୟାଚାର ପ୍ରସଙ୍ଗକୁ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ନରସିଂହ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ଆଦିବାସୀଙ୍କ ଉପରେ ପୋଲିସର ଅତ୍ୟାଚାର ପ୍ରସଙ୍ଗ ଉଠାଇଛନ୍ତି। ବୋଡେନ ଗାଁରେ ଗୋଟିଏ ପଟେ ମାଓବାଦୀର ଭୟ ଅନ୍ୟପଟେ ପୋଲିସର ଅତ୍ୟାଚାର ଭୟରେ ଲୋକେ ଗାଁ ଛାଡ଼ୁଛନ୍ତି ବୋଲି କହିଛନ୍ତି ନରସିଂହ। ୨୦୨୨ ମସିହା…

ପୁଣି ମନେ ପଡ଼ିଲା ମହାନଦୀ ! କେନ୍ଦ୍ର ଓ ଛତିଶଗଡକୁ ଦାୟୀ କଲେ ଦେବୀ, କଟାକ୍ଷ କଲେ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ବର : ବେଶ କିଛି ଦିନର ନିରବତା ପରେ ବୁଧବାର ବିଧାନସଭାରେ ଶୁଭିଛି ମହାନଦୀ ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ବିଜେଡି ବିଧାୟକ ଦେବୀ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ ଉଭୟ ବିଜେପି ଓ କଂଗ୍ରେସ ଉପରେ ବର୍ଷିଛନ୍ତି । ଦେବୀ ମିଶ୍ର କହିଛନ୍ତି, ମହାନଦୀର ଜଳ ଉପରେ ଅଢ଼େଇ କୋଟିରୁ ଅଧିକ…

ନିର୍ବାଚନ ଗଣିତ ବିଗାଡିବ କି ନବଙ୍କ ହତ୍ୟା ?

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବିରୋଧୀ ଶାସକ ଦଳ ମଧ୍ୟରେ ଲଢେ଼ଇ ତୀବ୍ରତର ହେଉଛି। ବିରୋଧୀ ଦଳର ପ୍ରମୁଖ ନେତାମାନେ ଏହି ହତ୍ୟାକାଣ୍ଡ ପାଇଁ ସିଧାସଳଖ ଶାସକ ଦଳର ମୁଖିଆ ମାନଙ୍କୁ ଦାୟୀ କରିବା ସହ କାଠଗଡାକୁ ଟାଣିଛନ୍ତି। ଏପରିକି ଲଗାତର ଏହି ପ୍ରକ୍ରିୟା ଜାରି ରହିଛି। ବିରୋଧୀ…

ନବ ଦାସଙ୍କ ଚରିତ୍ରକୁ ନେଇ ନରସିଂହଙ୍କ ମନ୍ତବ୍ୟ ପରେ ହାତ ଯୋଡ଼ିଲେ ଦୀପାଳି

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୋପାଳ କାହିଁକି ମାରିଲା ? ସେ ଦିଗରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ବେଳେ କିଛି ନିଷ୍କର୍ସ ମିଳୁନି । ଅନ୍ୟପଟେ ଗୋପାଳକୁ ନେଇ ରାଜନୈତିକ ଦଳ ବିଭିନ୍ନ ବୟାନବାଜି କରୁଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ଓ ଗୋପାଳ ଗୁଳିକୁ ନେଇ କଂଗ୍ରେସ…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ । ସିବିଆଇ ଅଫିସ ସାମନାରେ ସେ ହଠାତ୍ ଅସୁସ୍ଥ ହୋଇ ପଡିଲେ । ଏହାପରେ ନରସିଂହ ମିଶ୍ରଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ରିପୋର୍ଟ ଅନୁସାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ…