ଶ୍ରଦ୍ଧା ମର୍ଡର କେସର ନୂଆ ଟ୍ୱିଷ୍ଟ: ଅଫତାବ ଘରୁ ମିଳିଲା ଚାଇନିଜ ଚାପଡ
ନୂଆଦିଲ୍ଲୀ: ଶ୍ରଦ୍ଧା ୱାକର ହତ୍ୟା ଘଟଣାର ନୂଆ ଟ୍ୱିଷ୍ଟ । ନାର୍କୋ ଟେଷ୍ଟ, ପଲିଗ୍ରାଫ ଟେଷ୍ଟରେ ଗୋଟି ଗୋଟି ସତ ଉଗାଳିଛି ଜହ୍ଲାଦ ପ୍ରେମିକ ଅଫତାବ । ୨ ଜଣ ଡାକ୍ତର, ଜଣେ ସାଇକୋଲୋଜିଷ୍ଟ ଓ ୨ଜଣ ଫଟୋ ବିଶେଷଜ୍ଞଙ୍କ ଉପସ୍ଥିତିରେ ୨ ଘଣ୍ଣା ଧରି ହୋଇଥିଲା ଜେରା । ଜେରାବେଳେ ଲିଭ୍ ଇନ…