Latest Odisha News

BREAKING NEWS

Browsing Tag

Narendra Modi

ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ:ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଟ୍ବିଟ୍ କରି ମୋଦି କହିଛନ୍ତି, “ବିଜୁ ବାବୁଙ୍କୁ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ଭାରତ ପାଇଁ ତାଙ୍କ ଦୂରଦୃଷ୍ଟି ଏବଂ ମାନବ ସଶକ୍ତିକରଣ ଓ ସାମାଜିକ…

ରାଗିଯାଇ ଭାଷଣ ଦେଲେନି ଦିଦି

କୋଲକାତା : କୋଲକାତାରେ ଅନୁଷ୍ଠିତ ନେତାଜୀ ଜୟନ୍ତୀ ସମାରୋହରେ ବିବାଦୀୟ ପରିସ୍ଥିତି । ନେତାଜୀଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳିବାକୁ ଭିକ୍ଟୋରିଆ ମେମୋରିଆଲରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କିନ୍ତୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଷଣ…

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଉଛି ଟିକା । ଖୁବଶୀଘ୍ର ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଟିକା ନେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ।…

ପ୍ରତୀକ୍ଷାର ଅନ୍ତ: ସାରା ଦେଶରେ ଆରମ୍ଭ ହେଲା କରୋନା ଟିକାକରଣ

ନୂଆଦିଲ୍ଲୀ: ଦୀର୍ଘ ପ୍ରତୀକ୍ଷାର ଅନ୍ତ । ବିଶ୍ୱରେ ସର୍ବବୃହତ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ । ଦେଶବ୍ୟାପୀ କୋଭିଡ୍ ଟିକାକରଣର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆରେ ଦେଶର ୩ହଜାରରୁ ଅଧିକ କେନ୍ଦ୍ରରେ ଟିକାକରଣପ ସେ ଶୁଭାରମ୍ଭ କରିଛନ୍ତି । ପ୍ରତି…

ଟିକାକରଣ ପୂର୍ବରୁ ଆଜି ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତା ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ବଡ଼ ଅଭିଯାନ ଆରମ୍ଭ କରିବ ଭାରତ । ଦେଶବ୍ୟାପୀ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାପୂର୍ବରୁ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆଲରେ ଏହି ବିଚାରବିମର୍ଶ ହେବ ।…

ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଇଁ କମିଟି ଗଠିତ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ

ଭୁବନେଶ୍ୱର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଯେଉଁଥିରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କମିଟି ଗଠନ ସମ୍ପର୍କିତ ଏକ ଗେଜେଟ…

ମହାରାଷ୍ଟ୍ର ହସ୍ପିଟାଲ ଟ୍ରାଜେଡି: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ: ମହାରାଷ୍ଟ୍ର ଭଣ୍ଡାରା ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାକୁ ନେଇ ସାରା ଦେଶରେ ଦୁଃଖପ୍ରକାଶ । 10 ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ନେଇ ଗଭୀର ଦୁଋଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆହତ ଶିଶୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।…

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ଅନ୍ତର୍ଜାତୀୟସ୍ତରର ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦର ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସରକାର ଜମି ଯୋଗାଇ ଦେବେ । ଜମି ଚିହ୍ନଟ ହୋଇଥିବା ବୋଲି…

ସଂସଦ ଆକ୍ରମଣ ଘଟଣାକୁ ୧୯ ବର୍ଷ, ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ସଂସଦ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ୧୯ ବର୍ଷ ପୁରିଛି । ୨୦୦୧ ମସିହା ଆଜିର ଦିନରେ ଗଣତନ୍ତ୍ର ମନ୍ଦିର ଉପରେ ହୋଇଥିଲା ହମଲା । ଲସ୍କର-ଏ-ତୋଇବା ଓ ଜୈସ-ଏ-ମହମ୍ମଦ ସଂଗଠନର ୫ ଆତ୍ମଘାତୀ ଆତଙ୍କବାଦୀ ସଂସଦ ଭବନରେ ପ୍ରବେଶ କରିଥିଲେ । ସେତେବେଳେ ଲୋକସଭା ଅଧିବେଶନ…

୫୫ ବର୍ଷ ପରେ ଭାରତରୁ ବାଂଲାଦେଶକୁ ଗଡ଼ିବ ଟ୍ରେନ୍, ୧୭ ତାରିଖରେ ଉଦଘାଟନ କଲେ ମୋଦି-ହସିନା

ନୂଆଦିଲ୍ଲୀ : ଦୀର୍ଘ ୫୫ ବର୍ଷ ଅପେକ୍ଷାର ଅନ୍ତ ହେବ । ଭାରତ-ବାଙ୍ଗଲାଦେଶ ମଧ୍ୟରେ ପୁଣି ଥରେ ଆରମ୍ଭ ହେବ ସୀମା ପାର ରେଳ ସେବା । ଆସନ୍ତା ୧୭ତାରିଖରେ ପଶ୍ଚିମବଙ୍ଗର ହଲଦିବାରୀ ଓ ବାଂଲାଦେଶର ଚିଲହାଟି ମଧ୍ୟରେ ରେଳ ମାର୍ଗର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଂଲାଦେଶ…