Latest Odisha News

BREAKING NEWS

Browsing Tag

Narendra Modi

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅଶୋକ ଗେହଲଟ୍

ଜୟପୁର: ରାଜସ୍ଥାନରେ ରାଜନୀତିକୁ ନେଇ ଛକାପଞ୍ଝା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟରେ ନିର୍ବାଚିତ ସରକାରକୁ ଭାଙ୍ଗିବା ପାଇଁ ଉଦ୍ୟମ କରାଯାଉଛି । ଗେହଲଟ୍ କହିଛନ୍ତି, କୋଭିଡ୍…

ଓ୍ୱାର୍ଲଡ ୟୁଥ ସ୍କିଲ ଡେ: ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଓ୍ୱାର୍ଲଡ ୟୁଥ୍ ସ୍କିଲ୍ ଡେ ଅବସରରେ ଦେଶବାସୀଙ୍କୁ ଆଜି ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି କେନ୍ଦ୍ର ସରକାରଙ୍କ ସ୍କିଲ୍ ଇଣ୍ଡିଆ ମିଶନକୁ ପାଞ୍ଚ ବର୍ଷ ବି ପୂରୁଛି । ଏହି ଅବସରରେ କେନ୍ଦ୍ର ଦକ୍ଷତା ବିକାଶ ମନ୍ତ୍ରାଳୟ ପକ୍ଷରୁ ଡିଜିଟାଲ କନକ୍ଲେଭର…

ଭାରତ ସହ ଅଛି ଆମେରିକା ସେନା: ହ୍ୱାଇଟ୍ ହାଉସ୍ ପକ୍ଷରୁ ସଙ୍କେତ

ନୂଆଦିଲ୍ଲୀ: ଭାରତ-ଚୀନ ମଧ୍ୟରେ ଲାଗିରହିଛି ସୀମା ବିବାଦ । ଯଦିଓ ଗଲଓ୍ୱାନ ଘାଟିର ସଂଘର୍ଷ ସ୍ଥଳରୁ ପାଖାପାଖି ଦୁଇ କିଲୋମିଟର ପଛଘୁଞ୍ଚା ଦେଇଛି ଡ୍ରାଗନ୍ । କିନ୍ତୁ ପରେ ଯେ ପୁରୁଣା ରୋଗ ନବାହାରିବ କହି ହେବନି । କେବଳ ଭାରତ ନୁହେଁ ବିଭିନ୍ନ ଦେଶକୁ ନାଲି ଆଖି ଦେଖାଉଛି ଚୀନ୍ । ଏଭଳି…

ଗଲଓ୍ୱାନ ଘାଟିରୁ ପଛକୁ ହଟିବେ ଭାରତ ଓ ଚୀନ୍ ସୈନ୍ୟ

ଜମ୍ମୁ କଶ୍ମୀର: ପୂର୍ବ ଲଦାଖର ଗଲଓ୍ୱାନ ଘାଟି ଓ ଗୋଗ୍ରା ହଟସ୍ପ୍ରିଙ୍କରୁ ସେନ୍ୟ ପ୍ରତ୍ୟାହାର କରିବେ ଉଭୟ ଭାରତ ଓ ଚୀନ । ବୀବାଦୀୟ ସ୍ଥାନରୁ ଦୁଇ ଦେଶ ପଛକୁ ହଟିବା ନେଇ ସହମତି ହୋଇଛି । ପୂର୍ବ ଭଳି ସୀମାରେ ଶାନ୍ତି ବଜାର ରଖିବେ । ଦୁଇ ଦେଶର ସେନା ମଧ୍ୟରେ ଏନେଇ ୧୨ ଘଣ୍ଟାର ମାରାଥନ୍…

ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରକାଶ ପାଇଛି । Prime Minister @narendramodi will address the…

ଆର୍ଥିକ ସ୍ତରରେ ଚୀନକୁ ବୁଦ୍ଧି ଶିଖାଇବ ଭାରତ

ନୂଆଦିଲ୍ଲୀ : ଗଲଓ୍ବାନ ଘାଟି ସଂଘର୍ଷ ପରେ ଚୀନ ବିରୋଧରେ ମୋର୍ଚ୍ଚା ଖୋଲିଛି ଭାରତ । କୁଟନୈତିକ ଓ ସାମରିକ ସହ ଆର୍ଥିକ ସ୍ତରରେ ଜବାବ ଦେବାକୁ ରଣନୀତି ହେଉଛି । ହାତରେ ନମାରି ଭାତରେ ମାରିବ ଭାରତ । ସୂଚନା ଅନୁସାରେ ଚୀନରୁ କେଉଁ ସବୁ ସମାଗ୍ରୀ ଆମଦାନୀ ହେଉଛି ସେସବୁର ତାଲିକା ପ୍ରସ୍ତୁତ…

‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’: ଲାଭବାନ ହେବେ ୬ ରାଜ୍ୟର ଶ୍ରମିକ

ନୂଆଦିଲ୍ଲୀ: କରୋନା ସଙ୍କଟ ମଧ୍ୟରେ ହଜାର ହଜାର ପ୍ରବାସୀ ଶ୍ରମିକ ନିଜ ଘରକୁ ଫେରିଛନ୍ତି । ସେମାନେ ରୋଜଗାର ସଙ୍କଟ ମଧ୍ୟରେ ଗତି କରୁଛନ୍ତି । ଏହା ମଧ୍ୟରେ କେନ୍ଦ୍ର ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି । ଏହାକୁ ଜୁନ ୨୦ ତାରିଖରେ ଲଞ୍ଚ କରାଯିବ ।…

ଟ୍ରେନ୍ ଓ ବିମାନ କଟକଣା ଜାରି ରହୁ: ପ୍ରସ୍ତାବ ରଖିଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ଜରିଆରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆଲୋଚନା ବେଳେ କେନ୍ଦ୍ର ନିକଟରେ ନବୀନ କେତେକ ପ୍ରସ୍ତାବ ରଖିଛନ୍ତି । ଓଡ଼ିଶାକୁ ଲକ୍ଷାଧିକ ସଂଖ୍ୟାରେ…

ବ୍ୟର୍ଥ ଯିବନି ଯବାନଙ୍କ ବଳିଦାନ: ମୋଦି

ନୂଆଦିଲ୍ଲୀ: ଭାରତ ଶାନ୍ତି ଚାହେଁ, କିନ୍ତୁ ଉସକାଇଲେ କଡା ଜବାବ ବି ଦିଏ । ଭାରତ-ଚୀନ ସୀମା ଲଢେଇରେ ବଳିଦାନ ଦେଇଥିବା ଯବାନଙ୍କ ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରିଛନ୍ତି  ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଆରମ୍ଭରୁ ଯବାନଙ୍କ ପାଇଁ ଶ୍ରଦ୍ଧାଂଜଳି ଜଣାଇ ନିରବ ପ୍ରାର୍ଥନା…

ବଜାରରେ ବଢ଼ୁଛି ମୋଦୀ-ରାହୁଲ ମାସ୍କର ଚାହିଦା

ଭୋପାଲ: ଦେଶରେ ଦିନକୁ ଦିନ କାୟା ମେଲାଇବାରେ ଲାଗିଛି କରୋନା । ଏହି କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ପିନ୍ଧିବା ନିହାତି ଜରୁରୀ । ପ୍ରତ୍ୟେକ ଲୋକ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏନେଇ ସକରାର ମଧ୍ୟ ଗାଇଡଲାଇନ୍ ଜାରି କରିଛନ୍ତି । ତେବେ ଏପରି ସମୟରେ…