Latest Odisha News

BREAKING NEWS

Browsing Tag

Narendra Modi

ମୋଦୀଙ୍କ ବୈଠକରେ ସାମିଲ ହେବେନି ମମତା

ନୂଆଦିଲ୍ଲୀ: ଆଜି ଦେଶରେ କରୋନା ସ୍ଥିତିକୁ ନେଇ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତାକାଲି କରୋନା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ଆଲୋଚନା କରିବେ ।…

ଦେଶରେ ସୁଧୁରୁଛି ଅର୍ଥନୈତିକ ସ୍ଥିତି : ମୋଦୀ

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ ସୁଧୁରୁଛି ଅର୍ଥନୈତିକ ସ୍ଥିତି । ଏନେଇ ସଂକେତ ମିଳୁଛି । ବିଗତ ସପ୍ତାହରେ ସରକାରଙ୍କର ଉଦ୍ୟମ ଯୋଗୁଁ ଅର୍ଥନୀତିରେ ସୁଧାର ଆସୁଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଶରେ କରୋନା ସ୍ଥିତିକୁ ନେଇ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀଙ୍କ ସହ…

ଚୀନ-ଭାରତ ଉତ୍ତେଜନା ପରିସ୍ଥିତିରେ ମୋଦୀଙ୍କ ସହ କଥା ହେଲେ ଡୋନାଲ୍ଡ ଟ୍ରମ୍ପ୍‌

ନୂଆଦିଲ୍ଲୀ: ସାମ୍ପ୍ରତିକ ପରିସ୍ଥିତିରେ ଭାରତ ଓ ଚୀନ ସୀମାକୁ ନେଇ ବିବାଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଲଦାଖ ସୀମାରେ ଏହି ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଲାଗି ରହୁଛି । ଏହି ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କର ଦ୍ୱିତୀୟ କାର୍ଯ୍ୟକାଳ; ପ୍ରଥମ ବର୍ଷର ଐତିହାସିକ ଉପଲବ୍ଧି

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବର୍ଷ ମେ ୩୦ ତାରିଖରେ ସଂପୂର୍ଣ୍ଣ ହେଉଛି । ଏହି ବର୍ଷଟି କେବଳ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କର ୬ବର୍ଷ ଶାସନକାଳ ମଧ୍ୟରେ ଅଦ୍ଭୂତପୂର୍ବ ଐତିହାସିକ ଘଟଣାବଳୀର ବର୍ଷ ନୁହେଁ, ଭାରତ ସ୍ୱାଧୀନତା ପାଇବା ଦିନଠାରୁ ଅଦ୍ୟାବଧି ଯେତେ…

ବିଶାଖାପାଟଣା ଗ୍ୟାସ ଲିକ ଦୁର୍ଘଟଣାର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଶାଖାପାଟଣା ଗ୍ୟାସ ଲିକ ଘଟଣା ପରିପ୍ରେକ୍ଷୀରେ ନିଆଯାଇଥିବା ପଦକ୍ଷେପଗୁଡିକୁ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମୀକ୍ଷା କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକ ତଥା ଦୁର୍ଘଟଣାସ୍ଥଳୀର ସୁରକ୍ଷା ନେଇ ନିଆଯାଇଥିବା ପଦକ୍ଷେପର ସେ ବିସ୍ତୃତ…

ଚୀନ୍‌ର ବିସ୍ତାରବାଦୀ ଅର୍ଥନୈତିକ ଚାଲ୍‌; ଭାରତ କିପରି କରୁଛି ଏହାର ମୁକାବିଲା…

ବିଶ୍ବର ଦୁଇ ବୃହତ୍ ଅର୍ଥନୀତି ଭାବେ ଆମେରିକା ଓ ଚୀନ୍ ଏବେ ପ୍ରତିଦ୍ବନ୍ଦ୍ବିତାରେ ଅବତୀର୍ଣ୍ଣ| କୋଭିଡର ପ୍ରବଳ ପ୍ରତାପ ସମୟରେ ଅବଶ୍ୟ ବାଣିଜ୍ୟ ଯୁଦ୍ଧରେ ଟିକେ ଭଟ୍ଟା ପଡ଼ିଛି| ମାତ୍ର ଭୂତାଣୁ ସଂକ୍ରମଣଜନିତ ପରିସ୍ଥିତି ଆପାତତଃ ସୁଧୁରିଥିବା ଚୀନ୍ ପକ୍ଷରୁ କୁହାଯାଉଥିବା ବେଳେ କମ୍ୟୁନିଷ୍ଟ…

ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର  ଅର୍ଥାତ୍ ଏପ୍ରିଲ୍ ୧୪ ତାରିଖ ଦିନ ସକାଳ ୧୦ଟା ସମୟରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ଦିନ ମୋଦୀ ଟ୍ୱିଟ୍ ମାଧ୍ୟମରେ ଜଣାଇଛନ୍ତି । Prime Minister @narendramodi will address the nation at 10 AM on…

ପିଏମ୍ କେୟାର୍ସ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ ପାଞ୍ଚଟି ବାଲୁକା କଳା ପେଣ୍ଟିଙ୍ଗ୍ ନିଲାମ ଘୋଷଣା କଲେ…

ପୁରୀ: କରୋନା ମୁକାବିଲା ପାଇଁ ଗଠିତ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ୍ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାହାଯ୍ୟ କରିବାକୁ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଗେଇ ଆସିଛନ୍ତି । ତାଙ୍କ ଦ୍ୱାରା ପ୍ରସ୍ତୁତ ପାଞ୍ଚଟି ସ୍ୟାଣ୍ଡ ଆର୍ଟ କାନଭାସ ପେଣ୍ଟିଂକୁ ନିଲାମ କରି ଏଥିରୁ…

ବଢିପାରେ ଲକ୍‌ଡାଉନ୍ ଅବଧି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: କରୋନା ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ୍ ୧୪ ତାରିଖରେ ବନ୍ଦ ହୋଇନପାରେ ବୋଲି ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇତିମଧ୍ୟରେ ଅନେକ ରାଜ୍ୟର…

ବଦଳିଲା ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱର; କହିଲେ ‘ମୋଦୀ ଜଣେ ଚମତ୍କାର ନେତା’

ନ୍ୟୁୟର୍କ: ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରେକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଧମକପୂର୍ଣ୍ଣ ଟିପ୍ପଣୀ ଦେଇଥିଲେ । ଏବେ କରୋନା ମହାମାରୀ ଯୋଗୁଁ ଯୁକ୍ତରାଷ୍ଟ୍ର ଆମେରିକାର ପରିସ୍ଥିତି ପ୍ରକୃତରେ ଗମ୍ଭୀର । ଦୈନିକ ସଂକ୍ରମିତଙ୍କ…