Latest Odisha News

BREAKING NEWS

Browsing Tag

Narendra Modi

ଲକ୍‌ଡାଉନ୍ ରହିବ ନା ହଟିବ ? ଚିନ୍ତାରେ ସରକାର !

ନୂଆଦିଲ୍ଲୀ: ଆସନ୍ତା ଏପ୍ରିଲ୍ ୧୪ ତାରିଖରେ ସରିଯାଉଛି ଲକ୍‌ଡାଉନର ସମୟସୀମା । ତେବେ ଏହି ଲକ୍‌ଡାଉନର ଅବଧିକୁ ସରକାର ଆଉ କିଛି ଦିନ ବୃଦ୍ଧି କରିବେ ନା ଅନ୍ତ ଘଟିବ ଏହି ଲକ୍‌ଡାଉନ୍ ? ଏହାକୁ ନେଇ ଚିନ୍ତାରେ ରହିଛନ୍ତି କେନ୍ଦ୍ର ସରକାର । Coronavirus cases continue to rise as…

କରୋନା ଆତଙ୍କ: ଆସନ୍ତା କାଲି ସକାଳ ୯ ଟାରେ ଦେଶବାସୀଙ୍କୁ ଭିଡିଓ ବାର୍ତ୍ତା ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତା କାଲି, 3 ଏପ୍ରିଲ 2020 ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଏକ ଭିଡିଓ ବାର୍ତ୍ତା ପ୍ରଦାନ କରିବେ । At 9 AM tomorrow morning, I’ll share a small video message with my fellow Indians. कल सुबह 9 बजे देशवासियों के साथ…

କରୋନା ପରିପ୍ରେକ୍ଷୀରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ମୋଦିଙ୍କ ଘରୋଇ ଉପାୟ

ଭୁବନେଶ୍ୱର: କରୋନା ଦିନକୁ ଦିନ କାୟା ବିସ୍ତାର କରୁଥିବା ବେଳେ ଏହା ପାଇଁ ଔଷଧ ଏଯାଏଁ ବାହାରିପାରିନାହିଁ । ତେଣୁ ଲୋକମାନଙ୍କୁ ନିଜେ ସଚେତନ ହେବାକୁ ପରାମର୍ଶ ଦିଆଯାଉଛି । ସେପଟେ ପ୍ରାକୃତିକ ଉପାୟରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଘରୋଇ ଉପାୟ…

ମୋଦିଙ୍କ ଟୁଇଟ୍‌ରେ କୁନି ଝିଅର କରୋନା ସଚେତନତା ବାର୍ତ୍ତା

ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ସମୟରେ ସାଧାରଣଲୋକଙ୍କ ଭଲ କାମ ଓ ବାର୍ତ୍ତାକୁ ନିଜ ପକ୍ଷରୁ ଟୁଇଟ୍ କରି ଉତ୍ସାହିତ କରିବାର ଅନେକ ନଜିର୍ ରହିଛି । ତେବେ ରବିବାର ଅପରାହ୍ନରେ ନରେନ୍ଦ୍ର ମୋଦିଙ୍କ ଟ୍ୱିଟରରେ ସ୍ଥାନ ପାଇଥିଲା କରୋନା ସଂକ୍ରମଣ ଓ ଲକ୍ ଡାଉନ୍ କୁ…

ମନ୍ କି ବାତ୍‌ରେ ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ: ମନ୍ କି ବାତ୍‌ ରେଡିଓ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନବତାରେ ପୂର୍ଣ୍ଣ ନର୍ସମାନଙ୍କୁ ବେଶ୍ ପ୍ରଶଂସା କରିଛନ୍ତି । ସେମାନଙ୍କ ସେବା ମନୋଭାବ ସହ କାମ ଅତୁଳନୀୟ ବୋଲି ସେ କହିଛନ୍ତି । ଚଳିତ ବର୍ଷ ଅର୍ଥାତ୍ ୨୦୨୦ ମସିହାକୁ ପୂରା ବିଶ୍ୱରେ ଅନ୍ତର୍ଜାତୀୟ ନର୍ସ ଓ…

କରୋନା ମୁକାବିଲା ନେଇ ଶିଳ୍ପଜଗତ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ଆର୍ଥକ ଓ ଶିଳ୍ପ କ୍ଷେତ୍ର ଉପରେ ପଡିଥିବା ପ୍ରଭାବ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳ୍ପଜଗତର ପ୍ରତିନିଧିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ଦେଶର ୧୮ଟି ସହରର ପ୍ରମୁଖ ଶିଳ୍ପ ସଂଘ ସିଆଇଆଇ,…

କରୋନା ସଚେତନତା ସଙ୍ଗୀତ ଗାୟକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: କରୋନା ଭୂତାଣୁ ସଂକ୍ରମଣ ତଥା ଜନତା କର୍ଫ୍ୟୁ ସମ୍ପର୍କରେ ସଚେତନତା ସଙ୍ଗୀତ ଗାଇଥିବା ଲୋକସଙ୍ଗୀତ ଗାୟିକା ମାଳିନୀ ଅୱସ୍ତୀ ଏବଂ ଲୋକଗୀତ ଗାୟକ ପ୍ରୀତମ ଭରତୱାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ ଜରିଆରେ ପ୍ରଶଂସା କରିଛନ୍ତି । ଉଭୟେ ନିଜ ଢଙ୍ଗରେ ଲୋକମାନଙ୍କୁ…

‘କେମ୍‌ଛୋ ଟ୍ରମ୍ପ’ … ଭାରତ ଗସ୍ତକୁ ନେଇ ଉତ୍ସାହିତ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିପାଇଁ ସେ ଏବେ ଭାରି ଉତ୍ସାହିତ ଅଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାରିଫ କରିଛନ୍ତି ଟ୍ରମ୍ପ । ଜଣେ ଭଲ ବନ୍ଧୁ ବୋଲି ତାଙ୍କୁ ସମ୍ବୋଧନ କରିଛନ୍ତି । ଟ୍ରମ୍ପ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଫକିର’ କହିଲେ ଅନୁପମ ଖେର୍ !

ନୂଆଦିଲ୍ଲୀ: ତାମିଲନାଡୁର ମମଲ୍ଲାପୁରମରେ ଥିବା ତାଜ ଫିସରମ୍ୟାନ କାଭ୍ ରିସର୍ଟ ଆଣ୍ଡ ସ୍ପା ନିକଟ ସମୁଦ୍ର ବେଳାଭୂମିରୁ ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଳିଆ ଉଠାଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ମୋଦିଙ୍କ ଏଭଳି କାମକୁ ବହୁ ମାନ୍ୟଗଣ୍ୟ…

 ମୋଦୀଙ୍କ ଜୀବନୀକୁ ନେଇ ନିର୍ମାଣ ହେବାକୁ ଯାଉଛି ଚଳଚ୍ଚିତ୍ର ‘ମନ୍ ବୈରାଗି’

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜୀବନୀ ଉପରେ ନିର୍ମାଣ ହେବାକୁ ଯାଉଛି ଆଉ ଏକ ସିନେମା । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଏହାର ପୋଷ୍ଟର ମଧ୍ୟ ରିଲିଜ ହୋଇଛି। ଏହି ପୋଷ୍ଟରକୁ ସୁପରଷ୍ଟାର ଅକ୍ଷୟ କୁମାର ଓ ପ୍ରଭାସଙ୍କ ଭଳି ବଲିଉଡର ଆଗଧାଡ଼ିର ଅଭିନେତା ମାନେ ନିଜ ଟ୍ୱିଟର…