Latest Odisha News
Browsing Tag

Narendra Modi

ରୋଜଗାର ମେଳାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମିଳିବ ୧୦ ଲକ୍ଷ ନିଯୁକ୍ତି

ନୂଆଦିଲ୍ଲୀ: ମହାମାରୀ କୋଭିଡ୍ ପାଇଁ ଅନେକ ଦେଶର ଅର୍ଥନୀତି ଭୁଶୁ଼ଡ଼ି ପଡ଼ିଥିବା ବେଳେ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇଛନ୍ତି । ଦେଶରେ ବି ସମାନ ଅବସ୍ଥା । ଏଭଳି ସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି । ଏକ ବର୍ଷ ଭିତରେ ୧୦ ଲକ୍ଷ ନିଯୁକ୍ତି ଦେବା…

ରାଣୀ ଏଲିଜାବେଥ ଦ୍ବିତୀୟଙ୍କ ଦେହାନ୍ତ, ଟ୍ୱିଟ୍ କରି ମୋଦୀ ମନେ ପକାଇଲେ ସେଦିନର କଥା..

ଲଣ୍ଡନ: ବ୍ରିଟେନର ରାଣୀ ଏଲିଜାବେଥଙ୍କ ୯୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ । ଏହା ପରେ ଗୁରୁବାର ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ରାଣୀ ଏଲିଜାବେଥ୍ ଷ୍ଟକଲ୍ୟାଣ୍ଡର ବାଲମୋରଲରେ ରହୁଥିଲେ। ତାଙ୍କ ମୃତ୍ୟୁରେ ରାଜ ପରିବାରର ଟ୍ୱିଟରରୁ କୁହାଯାଇଛି ଯେ ରାଣୀ…

ଦେଶରେ ପ୍ରଥମ ଭୂମିକମ୍ପ ସ୍ମାରକୀ ସ୍ମୃତିବନକୁ ଲୋକାର୍ପିତ କରିଛନ୍ତି ପ୍ରଧାନମନ୍ତ୍ରୀ

ଗୁଜୁରାଟ : ଦେଶରେ ପ୍ରଥମ ଭୂମିକମ୍ପ ସ୍ମାରକୀ ସ୍ମୃତିବନକୁ ଲୋକାର୍ପିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁଜୁରାଟର ଭୁଜଠାରେ ଏହି ଭୂମିକମ୍ପ ସ୍ମାରକୀ ନିର୍ମାଣ ହୋଇଛି  । ଏହି ସ୍ମାରକୀକୁ ୪୭୦ ଏକର ଜମିରେ ଭୁଜୀଓ ପାହାଡ ଉପରେ ନିର୍ମାଣ କରାଯାଇଛି  । ୨୦୦୧ ଜାନୁୟାରୀ…

ନୀତି ଆୟୋଗ ପରିଚାଳନା ପରିଷଦର ସପ୍ତମ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୀତି ଆୟୋଗର ପରିଚାଳନା ପରିଷଦର ସପ୍ତମ ବୈଠକରେ ଅନେକ ବିଷୟରେ ଆଲୋଚନା କରିଛନ୍ତି ।  ସହଯୋଗୀ ସଂଘୀୟ ବ୍ୟବସ୍ଥାକୁ ସମ୍ମାନ ଦେଇ ଭାରତର ସବୁ ରାଜ୍ୟମାନଙ୍କର ମିଳିତ ପ୍ରୟାସ କାରଣରୁ କୋଭିଡ ଭଳି ମହାମାରୀରୁ ଭାରତ ମୁକୁଳି ପାରିଛି  ବୋଲି…

ତ୍ରିରଙ୍ଗା ଆନ୍ଦୋଳନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ : ‘ହର ଘର ତ୍ରିରଙ୍ଗା’ ଆନ୍ଦୋଳନକୁ ମଜବୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧୀନ ଭାରତର ପତାକା ପାଇଁ ସ୍ୱପ୍ନ ଦେଖିଥିବା ବ୍ୟକ୍ତିମାନଙ୍କ ଅଦମ୍ୟ ସାହସ ଓ ପ୍ରୟାସକୁ ମନେ ପକାଇ ସଲାମ୍…

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା…

କିଛି ନିଷ୍ପତ୍ତି ଅଡ଼ୁଆ ଲାଗିପାରେ କିନ୍ତୁ ଭବିଷ୍ୟତରେ ଦେଶ ନିର୍ମାଣରେ ସହଯୋଗ କରିବ: ମୋଦୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । ସୋମବାର କିଛି ସଂଗଠନ ଭାରତ ବନ୍ଦ ଡାକରା ଦେଇଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି କଂଗ୍ରେସ ନେତାମାନେ ଏହି ଯୋଜନାକୁ ରଦ୍ଦ କରିବାକୁ ଦାବି କରିଛନ୍ତି। ଏହାରି ଭିତରେ କିନ୍ତୁ…

500 ବର୍ଷ ପରେ କାଳୀକା ମାତାଙ୍କ ମନ୍ଦିରର ଧ୍ବଜା ଉଡ଼ାଇଲେ ପ୍ରଧାନମନ୍ତ୍ରୀ

ଆଜି ଗୁଜରାଟରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ  କାଳୀକା ମାତାଙ୍କ ନୂଆ ମନ୍ଦିରର ଉଦଘାଟନ କରିଛନ୍ତି । ମା କାଳୀଙ୍କ ଏହା ଥିଲା ପୁରାତନ ମନ୍ଦିର  ।  ମନ୍ଦିରର ପୁନଃ ବିକାଶ ଅତି ସୁନ୍ଦର ଦେଖାଯାଉଛି ।  ଏଥି ମଧ୍ୟରେ ମନ୍ଦିର ‘ପରିସର' ତିନି ସ୍ତରରେ ସମ୍ପ୍ରସାରଣ, ଷ୍ଟ୍ରିଟ୍ ଲାଇଟ୍‌,…

ନରେନ୍ଦ୍ର ମୋଦି ଷ୍ଟାଡିୟମ ନାମ ପରିବର୍ତ୍ତନ ପାଇଁ ପଟିଦାର ଆନ୍ଦୋଳନ

ଅହମଦାବାଦ: ମୋଟେରା ଷ୍ଟାଡିୟମ ନାମକରଣକୁ ବିରୋଧ କରି ପଟିଦାର ମାନେ ରବିବାର ଠାରୁ ଆନ୍ଦୋଳନ କରିବାକୁ ଯାଉଛନ୍ତି । ଗତ ବର୍ଷ ବିଶ୍ୱର ଏହି ବୃହତ୍ତ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ପରିବର୍ତ୍ତନ କରାଯାଇଥିଲା । ସେତେବେଳେ ଏହାକୁ ଘୋର ବିରୋଧ କରାଯାଇଥିଲା । କାରଣ…

ଶିକ୍ଷକଙ୍କ ଇଚ୍ଛା ପୂରଣ କଲେ ପ୍ରଧାନମନ୍ତ୍ରୀ, ‘ଅଳ୍ପ ସମୟର ଭେଟଘାଟ କିନ୍ତୁ ବହୁତ ଖୁସି’

ଅହମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ଶିକ୍ଷକ ଜଗଦୀଶ ନାୟକଙ୍କ ଫଟୋ (88) ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁଜରାଟ ନାଭସାରି ଗସ୍ତ ସମୟର। ଫଟୋରେ ଦେଖାଯାଉଥିବା ବୃଦ୍ଧ ଜଣଙ୍କ ଜଗଦୀଶ ନାୟକ । ଯିଏକି ଏକଦା ଶିକ୍ଷକ…