Latest Odisha News

BREAKING NEWS

Browsing Tag

National Herald

ନେଶନାଲ ହେରାଲ୍ଡ ମାମଲା: ଇଡିକୁ ପୁଣି ସମୟ ମାଗିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନେଶନାଲ ହେରାଲ୍ଡ ମାମଲାରେ ଜେରା ପାଇଁ ଇଡି ନିକଟରେ ହାଜର ହେବାକୁ ଅଧିକ ସମୟ ମାଗିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ବାର୍ତା ମୁଖ୍ୟ ଜୟରାମ ରମେଶ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । कांग्रेस अध्यक्ष श्रीमती सोनिया…

ଚତୁର୍ଥ ଥର ପାଇଁ ଇଡି ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଚତୁର୍ଥ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି। ସକାଳ ୧୧ଟା ୫ ମିନିଟରେ କଡା ସୁରକ୍ଷା ମଧ୍ୟରେ ଆସି ଦିଲ୍ଲୀର ଏପିଜେ ଅବଦୁଲ କାଲାମ ରୋଡସ୍ଥିତ ଇଡି ମୁଖ୍ୟାଳୟରେ…

ପୁଣି ବିରୋଧୀ କରିବେ ବୈଠକ, ଇଡିର କାର୍ଯ୍ୟାନୁଷ୍ଠାନ ନିନ୍ଦନୀୟ କହିଲେ ମମତା

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏକ ହୋଇ ପ୍ରାର୍ଥୀ ଦେବାକୁ ବିରୋଧୀ ନିଷ୍ପତ୍ତି ନେଇଛନ୍ତି। ଆଜିର ବୈଠକ ପରେ ଆୟୋଜକ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଏହି ସୂଚନା ଦେଇଛନ୍ତି । ଏହାପରେ ପୁଣିଥରେ ଜୁନ୍ 20 ଏବଂ 21ରେ ଏକାଠି ହୋଇ ବୈଠକ କରିବେ ବୋଲି ଜଣାପଡ଼ିଛି। ମୁମ୍ବାଇରେ…

ପୁଣି ହାଜର ହୋଇ ପକ୍ଷ ରଖିବାକୁ ରାହୁଲ ଗାନ୍ଧୀଙ୍କୁ କହିଲା ଇଡି

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ତୃତୀୟ ଦିନର ଜେରା ପରେ ଆଶା କରାଯାଉଥିଲା ଏହି ଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ରାହୁଲ ଗାନ୍ଧୀଙ୍କୁ ଆଉ ପ୍ରବର୍ତନ ନିର୍ଦ୍ଦେଶାଳୟ ଆଉ ହାଜର ହେବାକୁ ଡକାଇନପାରେ । କିନ୍ତୁ ତୃତୀୟ ଦିନରେ ଦୀର୍ଘ 8 ଘଣ୍ଟା ଧରି ଜେରା କରିବା ପରେ ପୁଣି ଥରେ 17…

ପୁଣି ଆସନ୍ତାକାଲି ରାହୁଲ ଗାନ୍ଧିଙ୍କୁ ଜେରା କରିବ ଇଡି

ନୂଆଦିଲ୍ଲୀ: ଆସନ୍ତାକାଲି ପୁଣି ରାହୁଲ ଗାନ୍ଧିଙ୍କୁ ଜେରା କରିବ ଇଡି  ।  ନ୍ୟାସନାଲ ହେରାଲ୍ଡ ମାମଲାରେ ଲଗାତାର ଦ୍ୱିତୀୟ ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଆଠ ଘଂଟାରୁ ଅଧିକ ସମୟ ପଚରାଉଚରା କରିଛି ।  ସୋମବାର, ଇଡି ଦୁଇଟି ପର୍ଯ୍ୟାୟରେ 10…

ରାହୁଲ ଗାନ୍ଧୀ ଇଡିରେ ହାଜର ହେବା ବେଳେ ଦଳୀୟ ସମର୍ଥକ ତଦନ୍ତକାରୀ ସଂସ୍ଥା ବିରୋଧରେ ଦେବେ ନାରାବାଜି

ନୂଆଦିଲ୍ଲୀ: ଆସନ୍ତା ୧୩ ତାରିଖରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପବର୍ତନ ନିର୍ଦ୍ଦେଶାଳୟରେ ହାଜର ହେବେ । ତେବେ ଏହି ସମୟରେ ଦଳର ସମସ୍ତ ସାଂସଦ, ବିଧାୟକ ଆଦି ଇଡି ଅଫିସ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିବେ ଓ ଇଡି ବିରୋଧରେ ନାରାବାଜି କରିବେ ବୋଲି ଜଣାପଡିଛି । ଉଭୟ ଲୋକସଭା…