ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ମୋଦି କରିବେ ଅଧ୍ୟକ୍ଷତା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ରୁ ୧୭ ଜୁନ୍ ୨୦୨୨ ହିମାଚଳ ପ୍ରଦେଶର ଧର୍ମଶାଳାର ଏଚ୍ପିସିଏ ଷ୍ଟାଡିୟମରେ ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଭାଗିତାକୁ ଆହୁରି ଦୃଢ କରିବା ଦିଗରେ ଏକ…