ଆସନ୍ତା ଦୁଇ ବର୍ଷ ମଧ୍ୟରେ ୧ କୋଟି କୃଷକଙ୍କୁ ପ୍ରାକୃତିକ ଚାଷ ପାଇଁ ପ୍ରୋତ୍ସାହିତ କରାଯିବ
ନୂଆଦିଲ୍ଲୀ: କୃଷିକ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା ବୃଦ୍ଧି ପାଇଁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ କୃଷି ଗବେଷଣା, ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ ଏବଂ ଜାତୀୟ ସମବାୟ ନୀତି ସମେତ ଅନେକ ପଦକ୍ଷେପ ଘୋଷଣା କରାଯାଇଛି।
ଆଜି ସଂସଦରେ ୨୦୨୪-୨୦୨୫ ବଜେଟ୍ ଉପସ୍ଥାପନ କରି କେନ୍ଦ୍ର ଅର୍ଥ ଓ…