Latest Odisha News

BREAKING NEWS

Browsing Tag

Naveen Nivas

ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, କାଳିଆ ଦର୍ଶନ ସହ ନବୀନଙ୍କୁ ଭେଟିବେ ମମତା

ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ…

‘ଏକାମ୍ର କାନନରୁ ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ’

ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରକାନନ ଫାର୍ମ ଜମିକୁ ନେଇ ସାଧାରଣ ପ୍ରଶାସନ ବିଭାଗକୁ ହସ୍ତାନ୍ତର ବିରୋଧରେ ବିଜେପି ପକ୍ଷରୁ ଫାର୍ମ ସମ୍ମୁଖରେ ବିରୋଧ ପ୍ରଦର୍ଶନ । ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟିଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ।…

ନବୀନ ନିବାସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନିକଟରେ ଶନିବାର ଦିନ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିବା ଭଳି ଘଟଣା ନଜରକୁ ଆସିଛି । ସମ୍ପୃକ୍ତ ଯୁବକଙ୍କ ନାମ ରଘୁନାଥ ଓଝା (୩୮) ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ରଘୁନାଥ ନିଜ ଦେହରେ ପେଟ୍ରୋଲ୍ ଢାଳି ଆତ୍ମହତ୍ୟା…