Latest Odisha News

BREAKING NEWS

Browsing Tag

Naveen Niwas

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୋଲିସ ଉପରେ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର: ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ । ଫରେଷ୍ଟ ପାର୍କ ନିକଟରେ ପୋଲିସ ଉପରକୁ ଛାତ୍ର କଂଗ୍ରେସ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଛି । ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁରେ ମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ଅଭିଯୋଗ କରି ଛାତ୍ର କଂଗ୍ରେସ ଆଜି ନବୀନ…

ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଓ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଯାଇଛି ବିଜେପି ବିଧାୟକଙ୍କ ଟିମ୍ । ସେମାନେ ନବୀନ ନିବାସ ଆଗରେ ଧାରଣା ଦେଇଥିବା ବେଳେ ସେମାନଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଚାଲି…

ଗଜପତି ମହାରାଜାଙ୍କ ରଚିତ ‘ମାଜେଷ୍ଟିକ ମାରା’ ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ରଚିତ ପୁସ୍ତକ ‘ମାଜେଷ୍ଟିକ ମାରା’କୁ ଶନିବାର ଦିନ ଉନ୍ମୋଚନ କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନିଆର ପ୍ରସିଦ୍ଧ ଅଭୟାରଣ୍ୟ ‘ମଶାଇ ମାରା’ରେ ନିଜର ୮ ଦିନର ଭ୍ରମଣ ଅନୁଭୂତିକୁ ଏହି ପୁସ୍ତକରେ ବର୍ଣ୍ଣନା…