Latest Odisha News

BREAKING NEWS

Browsing Tag

Naveen Patnaik

ସ୍ୟାଣ୍ଡଆନିମସେନରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୟାଣ୍ଡଆନିମେସନରେ ଜନ୍ମ ଦିନର ଶୁଭଚ୍ଛୋ । ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ ଏକ ଘଣ୍ଟା୨୦ ମିନିଟ ପରିଶ୍ରମ କରି ସ୍ୟାଣ୍ଡଆନିମେସନରେ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୫ ବର୍ଷ ବୟସରେ ପାଦ…

ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗରୁତ୍ୱପୁର୍ଣ୍ଣ ବୈଠକ ଆଜି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ହେଲା ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି…

ମାଲକାନଗିରିରେ ପହଂଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି: ମାଲାକନଗିରିରେ ପହଁଚିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହେବ । ୭ଟି ବ୍ଲକ ଓ ୨ଟି ପୌରାଂଚଳରେ ସ୍ମାର୍ଟ କାର୍ଡ ବଣ୍ଟନ ହେବାକୁ ଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କୋଭିଡ…

ଆସନ୍ତୁ ଜାଣିବା ପ୍ରଧାନମନ୍ତ୍ରୀଙ୍କୁ ମନ ଖୋଲି କଣ କହିଲେ ଓଡିଶା ଧାବିକା ଦୂତି ଚାନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟୋକିଓ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିବା ଭାରତୀୟ ଖେଳାଳିଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ପ୍ରଧାନମନ୍ତ୍ରୀଙ୍କୁ ନିଜ ମନର କଥା କହିଥିଲେ । ଓଡିଶାର ଏହି ଆଥଲେଟ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ,…

କାଳିଆ ଯୋଜନାର ଭୂମିହୀନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କାଳିଆ ଯୋଜନା ହିତାଧିକାରୀଙ୍କୁ ମିଳିବ କୋଭିଡ୍ ସହାୟତା । ୧୮ ଲକ୍ଷ ଭୂମିହୀନ କୃଷକଙ୍କ ପରିବାରକୁ ୩୮୬ କୋଟି ଟଙ୍କାର ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବେ ସରକାର । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ସାଢ଼େ ୫ଟାରେ ଏହି…

ବିଜୁ ମହିଳା ଜନତା ଦଳ ପଦାଧିକାରୀ: ୩ଜଣ କାର୍ଯ୍ୟକାରୀ ସଭାପତି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନକୁ ଫୋକସରେ ରଖି ସଂଗଠନ ସଜାଡ଼ିବା ପ୍ରକ୍ରିୟା ଆରମ୍ଭ କରିଛି ବିଜେଡି । ଗତକାଲି ଜିଲ୍ଲା ପର୍ୟ୍ୟବେକ୍ଷକ ଓ ବରିଷ୍ଠ ପର୍ୟ୍ୟବେକ୍ଷକ ନିଯୁକ୍ତି ପରେ ଆଜି ବିଜୁ ମହିଳା ଜନତା ଦଳର ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ । ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ…

ଟିକା ଲଢେଇ ପାଇଁ ଏକଜୁଟ ହେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କରୋନା ବିରୋଧ ଲଢେଇରେ ଏକଜୁଟ ହେବା ଏବଂ ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ଟିକାକରଣ ଉପରେ ଧ୍ୟାନ ଦେବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ତାଙ୍କ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ…

ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଲୋକଙ୍କୁ ନିରାପଦ ସ୍ଥାନାନ୍ତର ଉପରେ ଗୁରୁତ୍ୱ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ୟଶ୍’ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,…

କେମିତି ପାଇବେ କୋଭିଡ ଟେଷ୍ଟ ରିପୋର୍ଟ, ଜାଣନ୍ତୁ…

ଭୁବନେଶ୍ୱର: ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି । କୋଭିଡ-୧୯ ପରୀକ୍ଷା ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି ଏହି ୱେବସାଇଟରେ…

ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମେଡିକାଲ୍ କଲେଜ ପରିସରରେ କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦଘାଟନ କରିଛନ୍ତି । ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିଛି । ଏହି ହସ୍ପିଟାଲକୁ ଭୁବନେଶ୍ୱରର ସମ୍ ହସ୍ପିଟାଲ୍ ପରିଚାଳନା କରିବ । ହସ୍ପିଟାଲରେ ୯୦ଟି ସାଧାରଣ…