Latest Odisha News
Browsing Tag

Naveen Patnaik

ବ୍ରହ୍ମପୁର ଏମକେସିଜି ମେଡିକାଲରେ କାର୍ଯ୍ୟକ୍ଷମ ହେଲା ମେଡିକାଲ୍ ଅକ୍ସିଜେନ୍ ପ୍ଲାଣ୍ଟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭିର୍ଚୁଆଲ୍ ମାଧ୍ୟମରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ମେଡିକାଲ ଅକ୍ସିଜେନ୍ ପ୍ଲାଣ୍ଟକୁ ସମର୍ପିତ କରିଛନ୍ତି । ଏହି ଅବସରରେ ଆଶା କରିଛନ୍ତି, ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର୍ ଅକ୍ସିଜେନ୍ ଚାହିଦା ପୂରଣ ହୋଇପାରିବ । ପ୍ରତିଟି ଜୀବନ ବଞ୍ଚାଇବାକୁ…

ଇଦ୍ ମୁବାରକ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ପାଳନ କରାଯାଉଛି ପବିତ୍ର ଇଦ୍ ଉଲ୍ ଫିତର୍। ଏହି ଅବସରରେ ମୁସଲମାନ ଭାଇ ଭଉଣୀମାନଙ୍କୁ ଟ୍ୱିଟ୍ କରି ଇଦ୍ ମୁବାରକ୍ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହ ସେ ଟ୍ୱିଟରେ ଲେଖିଛନ୍ତି ଯେ, ଇଦ୍ ଜୀବନରେ ଖୁସି, ଉତ୍ତମ ସ୍ବାସ୍ଥ୍ୟ, ଭଲ ପାଇବା ଭରିଦେବା ସହ…

ମୁଖ୍ୟମନ୍ତ୍ରୀଙ୍କୁ ଅଲ୍ ଓଡ଼ିଶା ବସ୍ ୱନର୍ସ ଆସୋସିଏସନ୍ ପକ୍ଷରୁ ୫ ଦଫା ଦାବିପତ୍ର ପ୍ରଦାନ

ଭୁବନେଶ୍ୱର: କରୋନା ପାଇଁ ରାତ୍ରୀକାଳୀନ କର୍ଫ୍ୟୁ ଏବଂ ସଟଡାଉନ୍ ଯୋଗୁଁ ରାଜ୍ୟରେ ବସ୍ ସେବା ପ୍ରଭାବିତ ହୋଇଛି । ଖାଲି ବସ୍ ସେବା ପ୍ରଭାବିତ ହୋଇନାହିଁ ବରଂ ବସ୍ ମାଲିକ କ୍ଷତି ସହୁଛନ୍ତି । ବସ୍ ବନ୍ଦ ରହିବା ଯୋଗୁଁ ରୋଜଗାର ହେଉନି କିନ୍ତୁ ଇଏମଆଇ ଭରିବାକୁ ପଡ଼ୁଛି । ଏଭଳି ଅନେକ ସମସ୍ୟାକୁ…

ଭିଡିଓ କନଫରେନ୍ସିଂ ଜରିଆରେ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ, ଅକ୍ସିଜେନ୍ ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କରୋନା ସଂକ୍ରମଣ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳମାନଙ୍କ ସହ କଥା ହୋଇଛନ୍ତି । ମହାମାରୀ କରୋନାକୁ ନେଇ ଦେଶରେ ଭୟଙ୍କର ସ୍ଥିତି ସୃଷ୍ଟି ହୋଇଛି । ଏକାଧିକ ରାଜ୍ୟ ଓ ମହାନଗର ଗୁଡ଼ିକରେ ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି । ରାଜ୍ୟରେ…

ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ, ମାଗଣା କୋଭିଡ୍ ଟିକା ଘୋଷଣା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦୈନିକ ୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ରାଜ୍ୟରେ ବେଡ୍ କି କୋଭିଡ୍ ଔଷଧର ଅଭାବ ମଧ୍ୟ ନାହିଁ । ତେବେ, ମେ’୧ରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକାକରଣ ଆରମ୍ଭ ହେବ । ଏଥିପାଇଁ କୋଭାକ୍ସିନ୍ ଓ କୋଭିସିଲ୍ଡ ମଧ୍ୟ…

ପିପିଲିରେ ନିର୍ବାଚନ ରାଲି କରିବନି ବିଜେଡି, ନବୀନ କଲେ ଅପିଲ୍

ଭୁବନେଶ୍ୱର: ପିପିଲି ଉପ ନିର୍ବାଚନ ଲାଗି ବିଧିବଦ୍ଧ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୭ ଦିନ ମଧ୍ୟରେ ଅର୍ଥାତ୍ ୨୬ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ତା’ପରେ ପ୍ରାର୍ଥିପତ୍ର ଯାଞ୍ଚ ଓ ପ୍ରତ୍ୟାହାର ୨୯ ତାରିଖରେ ସରିବ । ମେ’୧୩ରେ ପିପିଲି ବିଧାନସଭା…

ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ୭୩ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ମନ୍ଦିରମାଳିନୀ ସହରରୁ ବିଶ୍ୱସ୍ତରୀୟ ସ୍ମାର୍ଟସିଟିରେ ପରିଣତ ହୋଇଛି ଭୁବନେଶ୍ୱର । ଏବେ…

ପଶ୍ଚିମ ଓଡ଼ିଶା ଯିବାକୁ ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଛତିଶଗଡ଼କୁ ଲାଗି ରହିଥିବା ଓଡ଼ିଶାର ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ମୁଖ୍ୟତଃ କରୋନା ସଂକ୍ରମଣ ମାମଲା ବଢ଼ିଛି । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାବ୍ୟକ୍ତ କରିଛନ୍ତି । ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବାରୁ ମୁଖ୍ୟ ଶାସନ ସଚିବ,…

ନବୀନଙ୍କ ହାତରୁ ଟିକେଟ ନେଲେ ରୁଦ୍ର ପ୍ରତାପ ମହାରଥୀ, ସାଙ୍ଗରେ ଥିଲେ ଭଉଣୀ ଓ ଭିଣୋଇ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ଆଜି ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ନବୀନ ନିବାସରେ ତାଙ୍କୁ ଟିକେଟ ହସ୍ତାନ୍ତର କରିଥିଲେ ନବୀନ…

ପିପିଲି ପାଇଁ ବିଜେପି ପରେ ବିଜେଡିର ପ୍ରାର୍ଥୀ ଘୋଷଣା:ରୁଦ୍ର ମହାରଥୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପିପିଲି:ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା । ରୁଦ୍ର ମହାରଥୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ । ମହାରଥୀଙ୍କ ପୁଅଙ୍କ ନାଁରେ ମୋହର ମାରିଛନ୍ତି ନବୀନ । ଏପ୍ରିଲ ୧୭ରେ…