Latest Odisha News
Browsing Tag

Naveen Patnaik

ପଶ୍ଚିମ ଓଡ଼ିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡ଼ିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ…

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡ଼ି ହୋଇ ୫ଟି ସଚିବ…

‘ମୁଖ୍ୟମନ୍ତ୍ରୀ ଅସୁସ୍ଥ’, ତାଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି କହିଲେ ଅପରାଜିତା

ଭୁବନେଶ୍ୱର: ପୁଣି ନା ନନେଇ ଟାର୍ଗେଟ୍ କଲେ ଅପରାଜିତା । ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା ଜିଲ୍ଲାର ମଳିପଡ଼ାର ଏକ ସଭାରେ ପୁଣି ଥରେ ବର୍ଷିଛନ୍ତି । କହିଛନ୍ତି, ରାଜ୍ୟରେ ନିର୍ବାଚିତ ନେତା, ମନ୍ତ୍ରୀ ସଭାକୁ ଯାଉ ନାହାନ୍ତି କି ଘୋଷଣା କରୁ ନାହାନ୍ତି ।…

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।…

ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର କରାଯିବ ନବୀକରଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ପୌରାଞ୍ଚଳରେ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ରାଜ୍ୟର ସହରାଞ୍ଚଳ ଗୁଡିକରେ ଥିବା ଅବ୍ୟବହୃତ କିମ୍ବା ପୋତିହୋଇ ଯାଇଥିବା ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯାଇ ଏହାକୁ ସ୍ୱଚ୍ଛ ଓ ନିର୍ମଳ କରାଯିବା…

କଟକ, ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଅଗ୍ନି ସୁରକ୍ଷା ପାଇଁ ୪୫ ପଦବୀକୁ ଅନୁମୋଦନ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ…

ବିରୋଧୀଙ୍କୁ ନବୀନଙ୍କ ଜବାବ, ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତା ଶୁଣାଇଲେ ପାଣ୍ଡିଆନ୍

ବରଗଡ଼: ବରଗଡ଼ରୁ ବିରୋଧୀଙ୍କୁ ଜବାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ନେଇ ବିରୋଧୀ ପ୍ରଶ୍ନ କରୁଥିବା ବେଳେ ମଞ୍ଚରେ ପାଣ୍ଡିଆନ୍ ନବୀନଙ୍କ ଅଡିଓ ବାର୍ତ୍ତା ଶୁଣାଇ ଜବାବ ରଖିଛନ୍ତି । ଆଜି ବରଗଡ଼ ଗସ୍ତ ବେଳେ ନିଶାମଣି ହାଇସ୍କୁଲ୍ ପଡ଼ିଆ କାର୍ଯ୍ୟକ୍ରମରେ…

ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ନବୀନଙ୍କ ସହ କେନ୍ଦ୍ର ସରକାରଙ୍କୁ ଟାଣିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ ମୁଖ୍ୟମନ୍ତ୍ରୀ…

ମାଲକାନଗିରି ଜିଲ୍ଲାରେ ୨୧ଟି ରାସ୍ତା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୫୮ କୋଟି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ସୁଦୃଢ଼ ହେବ ଯୋଗାଯୋଗ ଭିତ୍ତିଭୂମି । ଜିଲ୍ଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୨୧ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମ୍ୟ ଉନ୍ନୟନ ବିଭାଗ ମାଧ୍ୟମରେ ମାଲକାନଗିରି ଜିଲ୍ଲାରେ ୨୧ଟି ପ୍ରକଳ୍ପରେ ୧୭୨.୫୩…

‘ମୋ ଘର’ ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ପୂରା ପ୍ରକ୍ରିୟା

ଭୁବନେଶ୍ୱର: ପକ୍କା ହେବ କଚ୍ଚା ଘର । ରାଜ୍ୟର ଗରିବ ଓ ନିମ୍ନ ମଧ୍ୟବିତ୍ତଙ୍କ ଲାଗି ଓଡ଼ିଶା ସରକାର ଆରମ୍ଭ କରିଥିବା ‘ମୋ ଘର’ ଯୋଜନା ପାଇଁ ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆବଦେନ ପାଇଁ ଆବେଦନକାରୀଙ୍କୁ https://rhodisha.gov.in/moghara/ ରେ ପ୍ରଥମେ ପଞ୍ଜିକରଣ କରିବାକୁ…