ପାଚିକା-ସହାୟିକାମାନଙ୍କୁ ଭତ୍ତା ବାଣ୍ଟିଲେ ମୁଖମନ୍ତ୍ରୀ, ଶାଢ଼ି ପାଇଁ ଦେଲେ ୫୦୦ ଟଙ୍କା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ଆର୍ଥିକ ସହାୟତା ଭାବେ ୧୧୭.୭୩…