Latest Odisha News

BREAKING NEWS

Browsing Tag

Naveen Patnaik

ଦୀପାଳି ହେବେ କି ମନ୍ତ୍ରୀ ? ପ୍ରମିଳା କହିଲେ ମୁଖ୍ୟମନ୍ତ୍ରୀ ଯେବେ ଚାହିଁବେ…

ଭୁବନେଶ୍ୱର: ନବ ନିର୍ବାଚିତ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ହେବେ କି ମନ୍ତ୍ରୀ ? ନବୀନଙ୍କ ମନ୍ତ୍ରିମଣ୍ଡଳରେ ଦୀପାଳି ପାଇବେ କି ମନ୍ତ୍ରୀ ପଦ ? ଏନେଇ ନାନା ଚର୍ଚ୍ଚା ଆଲୋଚନା ହେଉଥିବା ବେଳେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ…

ଆଉ ୧୪ଟି ଜିଲ୍ଲାର ୫୫ଟି ବ୍ଲକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠିତ

ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ଼ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଲିଷ୍ଠ ପଦକ୍ଷେପ ନେଇ ଆଉ ୧୪ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି କରାଗଲା ବୋଲି ଘୋଷଣା କରିଛନ୍ତି । ଏହି ନୂତନ ଜିଲ୍ଲା…

ଝାରସୁଗୁଡ଼ା ବିଜୟ ପରେ ବର୍ଷିଲେ ନବୀନ, କହିଲେ ସିଙ୍ଗଲ୍ କି ଡବଲ୍ ଇଞ୍ଜିନ୍ ନୁହଁ…

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଜିତିବା ପରେ ବର୍ଷିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଦଳ ଆୟୋଜନ କରିଥିବା ବିଜୟ ଉତ୍ସବରେ ନବୀନ ଜୋରଦାର୍ ବର୍ଷିଛନ୍ତି । ନବୀନ କହିଛନ୍ତି, ପଦ୍ମପୁରରେ ବି ବିରୋଧୀ ଦଳ…

ଜିତିବା ପରେ ଦୀପାଳିଙ୍କ ସହ କଥା ହେଲେ ନବୀନ, କହିଲେ ‘ଝାରସୁଗୁଡ଼ାର ବିକାଶ ପାଇଁ କାମ କର’

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସ ବିଜୟ ହେବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ଐତିହାସିକ ବିଜୟ ପାଇଁ ଫୋନରେ ନବୀନ, ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଝାରସୁଗୁଡ଼ାର ଦ୍ରୁତ ବିକାଶ ପାଇଁ କାମ କରିବାକୁ…

ନବୀନ ନିବାସରେ ନୀତିଶ କୁମାର, ଏୟାରପୋର୍ଟରୁ ସିଧା ଗଲେ ଭେଟିବାକୁ…

ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ନବୀନ ନିବାସ ଯାଇଛନ୍ତି । ନବୀନ ନିବାସରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଆଲୋଚନା କରୁଛନ୍ତି ନୀତିଶ କୁମାର । ସୂଚନା ଅନୁସାରେ, ୨ ମୁଖ୍ୟମନ୍ତ୍ରୀ…

ଆସନ୍ତା ୯ ତାରିଖରେ ନବୀନଙ୍କୁ ଭେଟିବେ ନୀତିଶ କୁମାର

ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତଥା ଜେଡିୟୁ ମୁଖ୍ୟ ନୀତିଶ କୁମାର ଆସନ୍ତା ୯ ତାରିଖରେ ଓଡ଼ିଶା ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନୀତିଶ ବିରୋଧୀଙ୍କୁ ଏକାଠି କରିବାକୁ ଚେଷ୍ଟା କରୁଥିବା ବେଳେ ନବୀନଙ୍କୁ ଭେଟିବାକୁ…

ଓଡିଶା ଓ ଝାଡଖଣ୍ଡ ଉପରେ ନୀତିଶଙ୍କ ଆଖି !

ଭୁବନେଶ୍ୱର: ଦେଶରେ ବିରୋଧୀ ଦଳଗୁଡିକୁ ଏକାଠି କରିବାରେ ଲାଗି ପଡିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନେଇ ଚର୍ଚ୍ଚା ଆହୁରି ବଢ଼ିବାରେ ଲାଗିଛି। ବିଜେପି ବିରୋଧୀ ଲଢ଼େଇକୁ ନିର୍ଣ୍ଣାୟକ ରୂପ ଦେବା ପାଇଁ ନିଜର ସମସ୍ତ ଶକ୍ତି ଖଟାଇ ଦେଇଛନ୍ତି ନୀତିଶ। ଏହି କ୍ରମରେ ନୀତିଶ…

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ…

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଅଗ୍ରିଆ ସମାଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ ଏକର ଜମି ସହ ୩ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି । ଅଗ୍ରିଆ ସମାଜ ହେଉଛି ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର,…

କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର: କୋରାପୁଟର କୋଟିଆକୁ ନେଇ ସରକାରଙ୍କୁ ପ୍ରଶ୍ନ କରିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଛି କୋଟିଆ ବିବାଦର ସମାଧାନ ପାଇଁ କଣ କରିଛି ଉତ୍ତର ଦିଅ । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କୋଟିଆରେ ଆନ୍ଧ୍ର ସରକାରଙ୍କ ମନ୍ତ୍ରୀ ଓ ପ୍ରଶାସନିକ…