ନୂଆ ପିଢ଼ିର ପ୍ରଯୁକ୍ତି ଦକ୍ଷତା ଉପରେ ବଡ଼ ଧରଣର ଗୁରୁତ୍ୱ ଦେବ ଓଡ଼ିଶା: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶା ସ୍କିଲ୍ କନକ୍ଲେଭ୍ ୨୦୨୩କୁ ଉଦଘାଟନ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଶ୍ୱ ସ୍ତରରେ ଚମକିବା ଲାଗି ବ୍ରାଣ୍ଡ୍ “ସ୍କିଲ୍ଡ ଇନ୍ ଓଡ଼ିଶା’ ପ୍ରସ୍ତୁତ ରହିଛି । ଦେଶରେ ନୂଆ ପିଢ଼ିର ପ୍ରଯୁକ୍ତି ଦକ୍ଷତା ଲାଗି କେନ୍ଦ୍ର ରାଜ୍ୟ ଭିତରେ ସହଯୋଗିତାରେ…