ନବ ଦାସଙ୍କୁ ହତ୍ୟା ଘଟଣାରେ ତେଜିଲା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି, ବିଧାନସଭା ଅଚଳ କଲେ ବିରୋଧୀ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆଜିଠୁ ଆରମ୍ଭ ହୋଇଥିବା ବେଳେ ଗୃହ ଚାଲି ପାରିନାହିଁ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ବିରୋଧୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି । ଫଳରେ ଆଜି ବାରମ୍ବାର ଗୃହକୁ…