Latest Odisha News
Browsing Tag

Naveen Pattanaik

ଯାଉ ଯାଉ ଭାଇ ପାଖରେ ଅଟକି ଗଲେ ଭଉଣୀ; ବିମାନ ବନ୍ଦରରେ ଦେଖିବାକୁ ମିଳିଲା ଭାବ ବିହ୍ୱଳ ଦୃଶ୍ୟ

ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଫେରି ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ୨ୟ ଦିନରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରକୁ ଯାଇଥିଲେ । ସେଠାରେ ୨ୟ ନାସନାଲ ରାଇସ କଂଗ୍ରେସକୁ ଉଦଘାଟନ କରିଥିଲେ । ସେଠାରେ…

ପଦମପୁରରେ ବର୍ଷାଙ୍କ ପାଇଁ ଭୋଟ ମାଗିଲେ ନବୀନ

ପଦମପୁର(ବରଗଡ): ଜୟ ନରସିଂହନାଥ..ଗଙ୍ଗାଧର ମେହରଙ୍କର  ଏ ପବିତ୍ର ମାଟିକୁ ମୋର ଜୁହାର…ଏମିତି କହି ପଦମପୁରରେ ଦଳ ପାଇଁ ଭୋଟ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ବର୍ଷା ସିଂହ ବରିହାଙ୍କ ପାଇଁ  ଆଜି ପ୍ରଚାର ମୈଦାନକୁ ଓହ୍ଲାଇଥିଲେ…

ବଲିଉଡ ଅଭିନେତା ଋଷି କପୁରଙ୍କ ବିୟୋଗରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟେରାନ ଅଭିନେତା ଋଷି କପୁରଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି । Deeply saddened by the unexpected demise of prolific actor and superstar #RishiKapoor. It’s a huge loss to…

ପ୍ରବାସୀ ଶ୍ରମିକଙ୍କ ଖାଦ୍ୟ ନିରାପତ୍ତା ନେଇ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ବାହାରୁ ଆସୁଥିବା ଶ୍ରମିକଙ୍କ ଖାଦ୍ୟ ନିରାପତ୍ତାକୁ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସେମାନେ ଯେପରି ଏଥିରୁ ବଞ୍ଚିତ ନ ହୁଅନ୍ତୁ ତାଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି । ଏଥି ପ୍ରତି ଦୃଷ୍ଟି ଦେବାକୁ …

ଓଡିଶା ଦିବସର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସ ଅବସରରେ ଏକ ଭିଡିଓ ବାର୍ତ୍ତା ଜରିଆରେ ସମସ୍ତଙ୍କୁ ଓଡିଶା ଦିବସର ଅଭିନନ୍ଦନ ଜଣାଇଛନ୍ତି । ସ୍ୱତନ୍ତ୍ର ଓଡିଶା ରାଜ୍ୟ ଗଠନର ସ୍ୱପ୍ନକୁ ସାକାର କରିଥିବା ମହାପୁରୁଷମାନଙ୍କ ପ୍ରତି ସେ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି । ଓଡିଆ ଭାଷା,…

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୨ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମୁକାବିଲା ନେଇ ଆଜି ଏକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ସମସ୍ତ ୯୪ ଲକ୍ଷ ପରିବାରକୁ ରାଜ୍ୟ ସରକାର ଏକ ହଜାର ଟଙ୍କା ସହାୟତା ଯୋଗାଇ ଦେବେ । । ଏ ନେଇ ୯୪୦ କୋଟି…