ଯାଉ ଯାଉ ଭାଇ ପାଖରେ ଅଟକି ଗଲେ ଭଉଣୀ; ବିମାନ ବନ୍ଦରରେ ଦେଖିବାକୁ ମିଳିଲା ଭାବ ବିହ୍ୱଳ ଦୃଶ୍ୟ
ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଫେରି ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ୨ୟ ଦିନରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରକୁ ଯାଇଥିଲେ । ସେଠାରେ ୨ୟ ନାସନାଲ ରାଇସ କଂଗ୍ରେସକୁ ଉଦଘାଟନ କରିଥିଲେ । ସେଠାରେ…