ଜୋ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ହେବା ପରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି ନବୀନ ।
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେରିକା ରାଷ୍ଟ୍ରପତି ନିର୍ବାଚନରେ…