Latest Odisha News

BREAKING NEWS

Browsing Tag

naveen pattnaik

ବିରୋଧୀ ବୈଠକରେ ମିଳିତ ପ୍ରାର୍ଥୀ; ଏନଡିଏକୁ ସମର୍ଥନ ଦେଇପାରେ ବିଜେଡି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ଜାତୀୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି । ସେପଟେ ଏନଡିଏ ବିରୋଧୀ ଗୋଷ୍ଠୀଙ୍କୁ କନଷ୍ଟିଚ୍ୟୁସନ କ୍ଲବରେ ଏକାଠି କରିଛନ୍ତି ମମତା । ଏଥିରେ ପ୍ରାୟ ୧୭ଟି ଦଳ ଯୋଗ ଦେଇଥିଲେ । ସମାଜବାଦୀ ପାର୍ଟିର ଅଖିଳେଶ ଯାଦବ, ଏନସିପିର ଶରଦ…

ନବୀନଙ୍କ ରଣନୀତିରେ ଅନୁଗତଙ୍କ ଅକଲ ଗୁଡୁମ୍ !

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଅନେକ କିଛି ନୁଆ ଫର୍ମୁଲା ନବୀନ ଆପଣେଇଛନ୍ତି । ଅତୀତରେ ଏହାର ଅନେକ ପ୍ରମାଣ ମଧ୍ୟ ରହିଛି । କେତେବେଳେ ସେ କାହାର ପତ୍ତା କାଟନ୍ତି କାହାକୁ ଟେର ମଧ୍ୟ ମିଳେ ନାହିଁ । ତେବେ ବର୍ତମାନରେ ଦେଖିବାକୁ ଗଲେ ନବୀନଙ୍କ ନିଷ୍ପତ୍ତି କେବଳ ଶାସକ ଦଳର ନେତାଙ୍କୁ…

ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ: ନବୀନ ଏଥର କରିବେ କି ଉପ-ମୁଖ୍ୟମନ୍ତ୍ରୀ?

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରୀମଣ୍ଡଳର ସମସ୍ତ ୨୦ ମନ୍ତ୍ରୀ ଇସ୍ତଫା ଦେଇସାରିଛନ୍ତି । ସେପଟେ ଅନେକ ପୁରୁଣା ମନ୍ତ୍ରୀ ଓ ନୂଆ ଚେହେରାଙ୍କୁ ସଂଧ୍ୟା ବେଳୁ ନବୀନ ନିବାସରୁ ଫୋନ୍ ଯାଇଛି । ନୂଆ ମନ୍ତ୍ରୀ ମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ, ନୂଆ ଆଲୋଚନା…

ପବିତ୍ର ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀପାବଳି ସମସ୍ତଙ୍କ ଜୀବନରେ ଆନନ୍ଦ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ…

ଚାଷୀଙ୍କ ଭାରତ ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ? ନିଷ୍ପତ୍ତି ନେବେ ନବୀନ

ଭୁବନେଶ୍ୱର: ନୂଆ କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛି । ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ବିଜେପି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଭାରତ ବନ୍ଦକୁ ଦଳ ସମର୍ଥନ ଦେବ କି ନାହିଁ ନିଷ୍ପତ୍ତି…

ଜୋ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ହେବା ପରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେରିକା ରାଷ୍ଟ୍ରପତି ନିର୍ବାଚନରେ…

ଏବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଜନ୍ମଦିନ । ୭୪ ବର୍ଷରେ ପାଦ ଥାପିବେ ନବୀନ । କିନ୍ତୁ ଚଳିତବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ । କୋଭିଡ୍ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଆଜିଠୁ ବିଜେଡିର ଜନସଚେତନତା ଅଭିଯାନ, ଏସବୁ କାମ କରିବେ କର୍ମକର୍ତ୍ତା

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠୁ ଆରମ୍ଭ ହେଉଛି ବିଜେଡିର ରାଜ୍ୟବ୍ୟାପୀ ଜନ ସଚେତନତା ଅଭିଯାନ । କୋଭିଡ ନେଇ ଲୋକଙ୍କୁ ସଚେତନତା କରିବା ଲକ୍ଷ୍ୟରେ ନଭେମ୍ବର ୨ ତାରିଖ ପର୍ୟ୍ୟନ୍ତ ଏହି ଅଭିଯାନ ଚାଲିବ । କାର୍ଯ୍ୟକ୍ରମରୁ ରାଜ୍ୟବ୍ୟାପୀ ତ୍ୱରାନ୍ୱିତ କରିବା ପାଇଁ ଦଳୀୟ ସାଂସଦ,…

କରୋନା ସଂକ୍ରମିତ ନେତାଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ ବିଧାୟକ ଓ ମନ୍ତ୍ରୀ କରୋନା ସଂକ୍ରମିତ ହେଉଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେତାଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀ ପଦ୍ମିନୀ ଦିଆନ୍ ସାଂସଦ ରମେଶ ମାଝୀ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ପ୍ରଶାନ୍ତ…

NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ । ଟେଲିଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NEET ଓ JEE ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି…