Latest Odisha News

BREAKING NEWS

Browsing Tag

Naveen

ନିର୍ବାଚନର ୨୧ ମାସ ପୂର୍ବରୁ ୨୧ ମନ୍ତ୍ରୀ ଦଳକୁ ଦେଇପାରିବେ କି ସଫଳତା?

ଭୁବନେଶ୍ବର: ଲୋକସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ୨୧ ମାସ ବାକି ଅଛି । ଏହା ପୂର୍ବରୁ ବିଜେଡି ସୁପ୍ରିମୋ ବାଜି ଲଗାଇଛନ୍ତି ନୂଆ ମନ୍ତ୍ରୀମଣ୍ଡଳକୁ ନେଇ । ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟର ଅଧା ବିଭାଗ ବି ପରିବର୍ତ୍ତନ କରିଛନ୍ତି। ଶପଥ ଗ୍ରହଣ ସମାରୋହରେ…

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ

ଭୁବନେଶ୍ୱର: ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ତାଲିକା ପ୍ରକାଶ ପାଇଛି । ଯାହା ବିଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ବି ସଠିକ୍ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ଏଥିରେ ଦେଖିବାକୁ ମିଳିଛି ସଂପୂର୍ଣ୍ଣ ୬ ନୂଆ ମୁହଁ । ସେମାନେ ହେଉଛନ୍ତି – ରୋହିତ ପୂଜାରୀ, ରାଜେନ୍ଦ୍ର ଢ଼ୋଲକିଆ, ଶ୍ରୀକାନ୍ତ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନସ୍ଥ ହିତାଧିକାରୀ ମାନଙ୍କୁ ଆହୁରୀ ୮ ମାସ ପାଇଁ ମାଗଣାରେ ଚାଉଳ ଯୋଗାଇ ଦେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ

ଭୁବନେଶ୍ୱର : ଦୀପାବଳିରେ ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ପୁଣି ହ୍ରାସ ପାଇଲା ତୈଳଦର । ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭ୍ୟାଟ୍ ହ୍ରାସ କରିଛନ୍ତି ରାଜ୍ୟ ସରକାର। ଭ୍ୟାଟ୍ ହ୍ରାସ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ନୂଆ ଦର ନଭେମ୍ବର ୫ ତାରିଖ…

ମୃତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା…

‘ନୂଆଁଖାଇ’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ ଓ ନବୀନ

ଭୁବନେଶ୍ୱର : ପଶ୍ଚିମ ଓଡିଶାର ଗଣପର୍ବ ‘ନୂଆଁଖାଇ’ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ଟ୍ୱିଟ୍ କରିଛନ୍ତି । https://twitter.com/Naveen_Odisha/status/1168731307771170816?s=08…

୫ଟି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସ୍ଥାନୀୟ ଲୋକସେବା ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମ୍ପୃକ୍ତ ଜିଲ୍ଲାର…

ଆଜି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ ନବୀନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବ ନେଇ ସୂଚନା ମିଳିଛି । ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ…

ଆସନ୍ତା ବୁଧବାର ପଞ୍ଚମ ଥର ଲାଗି ଶପଥ ନେବେ ନବୀନ

ଭୁବନେଶ୍ୱର : ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବାପରେ ଦଳର ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ମେ’ ୨୯ ତାରିଖ ଦିନ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ…

ନିର୍ବାଚନ କମିଶନଙ୍କ ହେଲିକପ୍ଟର ଯାଞ୍ଚ: ଶାନ୍ତ ରହିଲେ ନବୀନ, ଗର୍ଜିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଲାଗି ଗତକାଲି ରାଉରକେଲା ଗସ୍ତରେ ଯାଇଥିଲେ । ଏହି ସମୟରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ ନବୀନଙ୍କ ହେଲିକପ୍ଟର ସହ ଲଗେଜ୍ ମଧ୍ୟ ଯାଞ୍ଚ କରିଥିଲେ । ଏସମ୍ପର୍କୀତ ଏକ…