ମୁମ୍ବାଇ ମହାନଗର ନିଗମର 61 ଲକ୍ଷ ଟଙ୍କା ଛାଡ଼ କଲେ ଓଡିଶା ସରକାର
ଭୁବନେଶ୍ବର: କୋଭିଡରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ଓଡ଼ିଶା ଭବନରେ ଡାକ୍ତର ମାନଙ୍କ ରହଣି ବାବଦ ଦେୟ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ ଛାଡ କରାଯାଇଛି । ପ୍ରଥମ ଲହରିରେ ମଧ୍ୟ 2 କୋଟି ଟଙ୍କା ଛାଡ଼ କରିଥିଲେ ରାଜ୍ୟ ସରକାର । କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ…