Latest Odisha News

BREAKING NEWS

Browsing Tag

Navi Mumbai Municipal Corporation

ନଭିମୁମ୍ବାଇ ମହାନଗର ନିଗମକୁ ଓଡ଼ିଶା ଭବନ ଭଡ଼ା ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋଭିଡ୍ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲରୁ ବ୍ୟବହାର କରି ଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ୨ କୋଟି ୧୬…