Latest Odisha News

BREAKING NEWS

Browsing Tag

Navjot Singh Siddhu

ଜେଲରେ ନବଜୋତ ସିଂହ ସିଦ୍ଧୁ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜେଲରେ ଥିବା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଅସୁସ୍ଥ । ପଟିଆଲା ସେଣ୍ଟ୍ରାଲ୍ ଜେଲର ୧୦ ନମ୍ବର ବାରାକରେ ସେ ରହୁଥିଲେ । ୧୯୮୮ ରୋଡରେଜ୍ ମାମଲାରେ ତାଙ୍କୁ ସୁପ୍ରିମକୋର୍ଟ ବର୍ଷେ ଜେଲ ଦଣ୍ଡାଦେଶ ଦେବା ପରେ ଦୁଇ ଦିନ ହେବ ଜେଲରେ ରହୁଥିଲେ । ଅଚାନକ ଅସୁସ୍ଥତା…

ପ୍ରଶାନ୍ତ କିଶୋର, ସିଦ୍ଧୁଙ୍କ ଓଲ୍ଡ ୱାଇନ୍ ଗୋଲ୍ଡ ଫ୍ରେଣ୍ଡ

ଭୁବନେଶ୍ୱର: ‘ଓଲ୍ଡ ୱାଇନ୍, ଓଲ୍ଡ ଗୋଲ୍ଡ, ଓଲ୍ଡ ଫ୍ରେଣ୍ଡ’ । ପଂଜାବ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପୁରୁଣା ବନ୍ଧୁ ପ୍ରଶାନ୍ତ କିଶୋରଙ୍କୁ ଭେଟିବା ପରେ ଏମିତି ଲେଖା ସହ ସେଲଫି ଟ୍ୱିଟ୍ କରିଛନ୍ତି। ମଂଗଳବାର ଭେଟ ପରେ ନିଜ ଷ୍ଟାଇଲରେ ସିଦ୍ଧୁ ଦୋସ୍ତି ୟାରି କଥା ଲେଖିଛନ୍ତି। ଜାଗା…

ହେଭିୱେଟ୍ ଫେଲ୍: ଚନ୍ନି, ସିଦ୍ଧୁ, ଅମରିନ୍ଦର, ବାଦଲ ଓ ଧାମିଙ୍କୁ କିଏ ହରାଇଲେ ଜାଣନ୍ତୁ

ନୂଆଦିଲ୍ଲୀ: ୫ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେପି ୪ଟି ରାଜ୍ୟରେ ସରକାର ଗଠନ କରିବ । ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ କ୍ଷମତା ବଜାୟ ରଖିଲା ବିଜେପି । ପଞ୍ଜାବରେ କଂଗ୍ରେସ ହାତରୁ କ୍ଷମତା ଛଡ଼ାଇ ଆଣିଲା ଆମ୍ ଆଦମୀ ପାର୍ଟି । ଚଳିତ ନିର୍ବାଚନରେ ବହୁ ହେଭିଓ୍ୱେଟ ପରାଜୟର…