Latest Odisha News

BREAKING NEWS

Browsing Tag

Naxal Killed

ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ହାର୍ଡକୋର୍ ନକ୍ସଲ ନିହତ

ମାଲକାନଗିରି: ଛତିଶଗଡ଼ ସୁକୁମା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ-ମାଓବାଦୀ ମୁହାଁମୁହିଁ । ପୋଲିସ ଗୁଳିରେ ଜଣେ ନକ୍ସଲ ନିହତ ହୋଇଛି । ସୁକୁମା ଜିଲ୍ଲା ଚିନ୍ତଲନାର ଥାନା ଅନ୍ତର୍ଗତ ତିମାପୁରମ ଅଞ୍ଚଳରେ ମାଓ କ୍ୟାମ୍ପ ଚାଲିଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଡିଆରଜି…

ମାଲକାନଗିରି ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି:  ଛତିଶଗଡ ସିମାନ୍ତ  ସୁକୁମା ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଛି । କୋଣ୍ଟା ଥାନା ଅନ୍ତର୍ଗତ ମୋମପାଡ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରିଥିବା ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଡିଆରଜି ବାହିନୀର ଯବାନ ଆରମ୍ଭ କରିଥିଲେ କମ୍ବିଂ…

ଆତ୍ମସମର୍ପଣ କଲେ ବୋଲି ମାରିଦେଲେ ମାଓବାଦୀ

ମାଲକାନଗିରି: ଲାଲବାହିନୀ ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସାଥିଙ୍କୁ ମୃତ୍ୟୁଦଣ୍ଡ ଦେଲା ଲାଲବାହିନୀ । ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଘରୁ ଅପହରଣ କରି ନିର୍ମମ ଭାବରେ ହତ୍ୟା କରିଛନ୍ତି ମାଓବାଦୀ । ଛତିଶଗଡ ବିଜାପୁର ଜିଲ୍ଲାରେ ଘଟିଛି ଏହି ଘଟଣା ।…

ମାଓବାଦୀଙ୍କ ବର୍ବରତା: ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା

ମାଲକାନଗିରି: ଆନ୍ଧ୍ର-ଓଡିଶା ସୀମାନ୍ତରେ ଲାଲବାହିନୀର ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଆନ୍ଧ୍ର ପ୍ରଦେଶ ବିଶାଖାପାଟନମ ଜିଲ୍ଲାର ଚିନ୍ତାଗୁରୁହୁ ଗାଁର ସତୀଶ ବାବୁ । ତାଙ୍କୁ ଗତକାଲି ରାତି ପ୍ରାୟ ଦୁଇଟା ବେଳେ ୨୦ରୁ…