Latest Odisha News
Browsing Tag

Naxal

ବିଜାପୁରରେ ପୁଣି ମାତିଲେ ମାଓବାଦୀ, ୩ ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ

ମାଲକାନଗିରି: ବିଜାପୁରରେ ପୁଣି ଲାଲବାହିନୀର ଆତଙ୍କରାଜ । ଯବାନଙ୍କୁ ଅପରହଣ ପରେ ମୁକ୍ତ କରିବାକୁ ୨୪ ଘଣ୍ଟା ବିତିନି । ପୁଣି ଆଉ ୩ ଜଣଙ୍କୁ ଅପହରଣ କରି ନେଇଛନ୍ତି ନକ୍ସଲ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ୩ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଅପହରଣ କରି ନେଇଥିବା ସୂଚନା ମିଳିଛି । ଖବର…

ନକ୍ସଲଙ୍କ କବଜାରେ ଯବାନ, ମଧ୍ୟସ୍ଥିଙ୍କ ନାଁ ଘୋଷଣା କରୁନାହାଁନ୍ତି ସରକାର

ମାଲକାନଗିରି: ଛତିଶଗଡ଼ ବିଜାପୁର ଟେକେଲଗୁଡ଼ା ଏନକାଉଣ୍ଟ ପରେ ନକ୍ସଲଙ୍କ କବଜାରେ ଜଣ ଯବାନ ଅଛନ୍ତି । ଯବାନଙ୍କୁ ମୁକୁଳାଇବା ଲାଗି ସରକାର ମଧ୍ୟସ୍ଥିଙ୍କ ନାଁ ଘୋଷଣା କରନ୍ତୁ ବୋଲି ମାଓ ସଂଗଠନ କହିଛି । ଯବାନ ଅପହରଣକୁ ୪ ଦିନରୁ ଅଧିକ ବିତିଥିବା ବେଳେ ସରକାର ନାଁ ଘୋଷଣା କରିନାହାଁନ୍ତି ।…

ମାଲକାନଗିରି ଜଙ୍ଗଲରୁ ମାଓବାଦୀ ଲୁଚାଇ ରଖିଥିବା ୨୧ କେଜି ଜିଲୋଟିନ୍ ଜବତ

ମାଲକାନଗିରି: ବିଏସଫକୁ ମିଳିଛି ବଡ଼ ସଫଳତା । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ ରାଜୁଲକୋଣ୍ଡା ଜଙ୍ଗଲରୁ ୨୧ କିଲୋଗ୍ରାମ୍ ଜିଲୋଟିନ୍ ଜବତ ହୋଇଛି । ଏହି ଘଟଣା ପରେ ମାଓବାଦୀମାନେ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା କରିଥିବା କୁହାଯାଉଛି । ଗତକାଲି ୭୬ ବିଏସଫ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ନକ୍ସଲ

ପାଟଣା: ବିହାର ରାଜ୍ୟରେ ପଶ୍ଚିମ ଚମ୍ପାରଣ ଜିଲ୍ଲା ବହଗା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ନକ୍ସଲ। ସଶସ୍ତ୍ର ସୁରକ୍ଷା ବାହିନୀ ଓ ସ୍ପେଶାଲ ଟାସ୍କଫୋର୍ସର ମିଳିତ ଏନ୍‌କାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ନକ୍ସଲ। ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ…

ଝାଡଖଣ୍ଡରେ ଲାଲ ଆତଙ୍କ, ୧୧ଟି ଗାଡି ଜାଳିଦେଲେ ନକ୍ସଲ

ଝାଡଖଣ୍ଡ: ଝାଡଖଣ୍ଡରେ ଲାଲ ଆତଙ୍କ । ନିଜ ସ୍ଥିତି ଜାହିର କରିବା ପାଇଁ ୧୧ଟି ଗାଡିରେ ନିଆଁ ଲଗାଇଦେଲେ ନକ୍ସଲ । ଗତ ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଝାଡ଼ଖଣ୍ଡର ଲୋହରଡ଼ାଗା ଜିଲ୍ଲାରେ ଏକ ଖନନକାରୀ ସଂସ୍ଥାର କ୍ୟାମ୍ପ କାର‌୍ୟ୍ୟାଳୟ ସମେତ ୧୧ଟି ଗାଡ଼ିରେ ନକ୍ସଲମାନେ ନିଆଁ ଲଗାଇ ଦେଇଛନ୍ତି…

ଅଘଟଣ ଘଟାଇବା ନେଇ ନକ୍ସଲଙ୍କର ଯୋଜନା ପଣ୍ଡ

ଦାନ୍ତେୱାଡା: ଲକ୍‌ଡାଉନ ସମୟରେ ନକ୍ସଲମାନେ କିଛି ଗୋଟେ ବଡ ଅଘଟଣ ଘଟାଇବା ନେଇ ଯୋଜନା କରୁଥିବା ବେଳେ ଏହାର ପର୍ଦ୍ଦାପାଶ ହୋଇଛି । ଦାନ୍ତେୱାଡା-କଟେକଲ୍ୟାଣ ମାର୍ଗର ଗାଟମ ନିକଟବର୍ତ୍ତୀ ନକ୍ସଲମାନେ ଏକ ସୁଡଙ୍ଗ ଖୋଳିଥିବା ନେଇ ସୂଚନା ମିଳିଥିଲା । ଡିଆରଜି ଯବାନମାନେ ଘଟଣା ସ୍ଥଳରେ…

ଛତିଶଗଡରେ ଏନକାଉଣ୍ଟର, ଜଣେ ନକ୍ସଲ ମୃତ

ବିଜାପୁର : ଓଡିଶା-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ହରଗେଲପାଲି ଓ ବେଚ୍ଛାପାଲ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି । ଦାନ୍ତେୱାଡା ଓ ବିଜାପୁରରେ ନକ୍ସଲ କାର୍ଯ୍ୟକଳାପ ସୂଚନା…

ସୁକମାରେ ସୁରକ୍ଷାବାହିନୀ – ନକ୍ସଲ ମୁହାଁମୁହିଁ, ୧୧ ଯବାନ ଆହତ

ରାୟପୁର: ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ଶନିବାର ଅପରାହ୍ନରେ ଛତିଶଗଡ ସୁକମା ଜିଲ୍ଲାର କୋରଜଗୁଡା ପାହାଡ ତଳେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି । ନକ୍ସଲ ଗତିବିଧିର ସୂଚନା ପାଇବା ପରେ ସ୍ୱତନ୍ତ୍ର ଟାସ୍କଫୋର୍ସ ଓ କୋବ୍ରା ବାହିନୀ ପକ୍ଷରୁ ସେ ଅଞ୍ଚଳକୁ ଗସ୍ତ କରିଥିଲେ । ଗୁଳି…

ଆଜିଠୁ ନକ୍ସଲଙ୍କ ପିଏଲଜିଏ ସପ୍ତାହ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡାକଡି

କୋରାପୁଟ: ନକ୍ସଲମାନଙ୍କ ପିଏଲଜିଏ ସପ୍ତାହ ସୋମବାର ଠାରୁ ଆରମ୍ଭ ହେଉଛି । ଏହାକୁ ନଜରରେ ରଖି ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପାଖାପାଖି ୮ ଦିନଧରି ଏହି ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ନକ୍ସଲ ପ୍ରଭାବିତ ଅଞ୍ଚଳରେ ସରକାରୀ ବସ୍ ଗୁଡିକର ଚଳାଚଳ ବନ୍ଦ…

ଝାଡଖଣ୍ଡରେ ନିର୍ବାଚନୀ ହିଂସା; ବ୍ରିଜ ଉଡାଇଲେ ନକ୍ସଲ

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦିନ ୧ମ ପର୍ଯ୍ୟାୟରେ ମତଦାନ ଜାରି ରହିଥିବା ବେଳେ ନକ୍ସଲମାନେ ସ୍ଥାନୀୟ ବିଷ୍ଣୁପୁର ବିଧାନସଭା ନିର୍ବାଚନମଣ୍ଡଳୀ ନିକଟସ୍ଥ ଏକ ପୋଲକୁ ବୋମାରେ ଉଡାଇ ଦେଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…