Latest Odisha News

BREAKING NEWS

Browsing Tag

Nayagarh POCSO Court

ନୟାଗଡ଼ ପକସୋ କୋର୍ଟରେ ହାଜର ହେଲା ପରୀ ହତ୍ୟାର ଅଭିଯୁକ୍ତ ସରୋଜ ସେଠୀ

ନୟାଗଡ: ଯଦୁପୁର ପରୀ ହତ୍ୟା ମାମଲାରେ ନୟାଗଡ଼ ପକସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ । ସରୋଜ ସେଠୀକୁ ହାଜର କରାଇଲା ଏସଆଇଟି । ଆଜି କୋର୍ଟରେ ସରୋଜର ମାଆ ଓ ଭଉଣୀ ବି ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର ଲୋକ । ଏହାର ଶୁଣାଣି ପାଇଁ…

ପରୀ ହତ୍ୟା ମାମଲା: ଅଭିଯୁକ୍ତ ସରୋଜ ସେଠୀର ନାର୍କୋ ଆନାଲିସିସ ଟେଷ୍ଟ ପାଇଁ ଆବେଦନ କଲା ଏସଆଇଟି

ନୟାଗଡ଼: ନୟାଗଡ଼ ଯଦୁପୁର ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ସରୋଜ ସେଠୀର ହେବ ନାର୍କୋ ଆନାଲିସିସ୍ ଟେଷ୍ଟ ବା ବ୍ରେନ୍ ମ୍ୟାପିଂ । ଏଥିପାଇଁ ଅନୁମତି ଦେବାକୁ ନୟାଗଡ଼ ପକସୋ କୋର୍ଟରେ ଆବେଦନ କରିଛି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ବା ଏସଆଇଟି । ଅନୁମତି ମିଳିଲେ ସରୋଜ ସେଠୀରେ ବ୍ରେନ୍ ମ୍ୟାପିଂ…

ପରୀ ହତ୍ୟା ଘଟଣାର ଗିରଫ ଅଭିଯୁକ୍ତଙ୍କୁ ଆଜି ପକସୋ କୋର୍ଟରେ ହାଜର କରିବ କ୍ରାଇମବ୍ରାଞ୍ଚ

ନୟାଗଡ: ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜି ନୟାଗଡ଼ ପକସୋ କୋର୍ଟରେ ହାଜର କରାଇବ କ୍ରାଇମବ୍ରାଞ୍ଚ । ଗତକାଲି ତାଙ୍କୁ ଗିରଫ କରାଯାଇଥିଲା । ନୟାଗଡ଼ ନାବାଳିକା ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଯଦୁପୁର ଗାଁରୁ ଜଣଙ୍କୁ ଗିରଫ କରିଥିବା ସୂଚନା ଦେଇଥିଲା । ତେବେ ଅଭିଯୁକ୍ତଙ୍କ ନାଁ…