Latest Odisha News

BREAKING NEWS

Browsing Tag

Nayagarh

ରୋଗ ଶଯ୍ୟାରେ ଭେଣ୍ଡିଆ ପୁଅ, ସେବା କରୁଛନ୍ତି ୮୦ ବର୍ଷୀୟ ମାଆ

ନୟାଗଡ : ପୁଅର ସେଵା କରୁଛନ୍ତି ୮୦ ବର୍ଷୀୟ ବୃଦ୍ଧା ମା । ଯେଉଁ ବୟସରେ ବୃଦ୍ଧା ମା , ବାପାଙ୍କୁ, ପୁଅ ସେଵା କରିବା କଥା କିନ୍ତୁ ପୁଅକୁ ସେଵା କରୁଛନ୍ତି ୮୦ ବର୍ଷର ବୃଦ୍ଧା ମା ଗୌରୀ କର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅଧିନସ୍ଥ ସାନଖଜୁରିଆ ଗାଁ ର…

ନଦୀକୁ ତେଲ ଟ୍ୟାଙ୍କର ଖସିବା ପରେ ବିସ୍ଫୋରଣ, ଜିଅନ୍ତା ଜଳିଗଲେ ୪ ଜଣ

ନୟାଗଡ଼: ଇଟାମାଟି ଥାନା ବଡ଼ପଣ୍ଡୁସର ପୋଲରେ ବଡ଼ ଧରଣର ଦୁର୍ଘଟଣା ଘଚିଛି । ପେଟ୍ରୋଲିୟମ୍ ତୈଳ ନେଇ ଯାଉଥିବା ଟ୍ୟାଙ୍କର ନଦୀକୁ ଖସିବା ପରେ ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ତେଲ ଟ୍ୟାଙ୍କରଟି କଟକରୁ ସମ୍ବଲପୁର ଅଭିମୁଖେ ଯାଉଥିଲା । ଶୁକ୍ରବାର ବିଳମ୍ବିତ…

ଫାଟିଲା ଗ୍ୟାସ୍ ଟାଙ୍କି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ନୟାଗଡ଼: ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଏଥିରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଏହି ଘଟଣା ଘଟିଛି । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି । ତାଙ୍କୁ ଉଦ୍ଧାର କରିବାକୁ ଯାଇ…

ନୟାଗଡ଼ରୁ ପୁଣି ବ୍ରାଉନସୁଗାର ଜବତ, ୨ ଗିରଫ

ନୟାଗଡ଼: ଜ଼ିଲ୍ଲାରେ ଦିନକୁ ଦିନ ବ୍ରାଉନ ସୁଗାର ବେପାର ବୃଦ୍ଧି ପାଇବାରେ ଲାଗିଛି । ଆଜି ପୋଲିସ ନୟାଗଡ ଷ୍ଟେସନରୁ ଦୁଇ ଜଣ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି । ଗିରଫ ୨ ଜଣ ହେଲେ ସିଦ୍ଧାନ୍ତ ନାୟକ ଓ ପ୍ରକାଶ ନାୟକ । ଏମାନେ ଖୋର୍ଦ୍ଧାର ବୋଲି ଜଣାପଡିଛି । ଏମାନଙ୍କ ଠାରୁ ୪ଗ୍ରାମ…

୧୯ରେ ସୁପ୍ରିମକୋର୍ଟରେ ପରୀ ମାମଲାର ଶୁଣାଣି

ଭୁବନେଶ୍ୱର: ଏପ୍ରିଲ୍ ୧୯ରେ ସୁପ୍ରିମ୍‌କୋର୍ଟରେ ବହୁଚର୍ଚ୍ଚିତ ନୟାଗଡ଼ “ପରୀ” ମାମଲାର ଶୁଣାଣୀ ହେବ । ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶରେ ରାଜ୍ୟ ସରକାର ପ୍ରତିଜବାବ ଦାଖଲ କରି ସାରିଥିବା ବେଳେ ସୁପ୍ରିମ୍‌କୋର୍ଟରେ ଏହାର ତଦନ୍ତ ହୋଇ ଏପ୍ରିଲ୍ ୧୯ରେ ଶୁଣାଣି ହେବ । ପ୍ରତି ଜବାବ ଦାଖଲ ପରେ ଆଜି…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଫରେଷ୍ଟ ଗାର୍ଡଙ୍କ ଠାରୁ ନେଉଥିଲେ ଲାଞ୍ଚ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର । ନୟାଗଡ଼ ଛେମୁଣ୍ଡିଆ ସେକ୍ସନରେ ବନ୍ୟପ୍ରାଣୀ ଫରେଷ୍ଟର ବାବେ କାର୍ଯ୍ୟ କରୁଥିବା ଗୋଲେଖ ବିହାରୀ ବେହାରଙ୍କୁ ଭିଜିଲାନ୍ସ ଧରିଛି । ଗୋଲେଖ ୩୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛେମୁଣ୍ଡିଆ ଫରେଷ୍ଟ…

ଗୋଡିପଡ଼ାରେ ଶିକ୍ଷୟିତ୍ରୀ ଛୁରାମାଡ କରି ନିଜ ବେକକୁ କାଟିଲା ଯୁବକ

ନୟାଗଡ଼: ଶରଣକୁଳ ଥାନା ଅଧୀନସ୍ଥ ଗୋଡିପଡ଼ାରେ ଯୁବକଙ୍କ ଉନ୍ମତକାଣ୍ଡ । ସ୍ଥାନୀୟ ଅଞ୍ଚଳରେ ଜଣେ ଯୁବକ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ବେକ କାଟିଥିବା ଅଭିଯୋଗ ହୋଇଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା ସ୍ଥଳରେ…

ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ପୋଲିସ ଅଧିକାରୀ

ନୟାଗଡ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନୟାଗଡ ବାଣୀଗୋଛା ଏଏସ୍‌ଆଇ । ଆଜି ଜଣେ ବ୍ୟକ୍ତିଙ୍କଠାରୁ ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଛନ୍ତି । ସୂଚନା ଅନୁଯାୟୀ, ବାଣୀଗୋଛା ଥାନା ଅନ୍ତର୍ଗତ କୁଳକୁମ୍ଫା ଗାଁର ସୁଶାନ୍ତ…

ପରୀ ମୃତ୍ୟୁ ମାମଲା : ପୋଖରୀରୁ ମିଳିଲା ଲେଗିନ୍ସ

ନୟାଗଡ: ପରୀ ମୃତ୍ୟୁ ମାମଲା ଆଜି ପୋଖରୀରୁ ମିଳିଲା ଲେଗିନ୍ସ । ତେବେ ଲେଗିନ୍ସ ପରୀର କି ନୁହେଁ ତାହା ପରୀକ୍ଷା ପରେ ଜଣାପଡିବ । ଲେଗିନ୍ସ ଖୋଜିବା ପାଇଁ ପୋଖରୀର ପାଣିକୁ ଶୁଖାଯାଇଥିଲା । ଦୁଷ୍କର୍ମ ପରେ ମୁଖୟ ଅଭିଯୁକ୍ତ ସରୋଜ ସେଠୀ ପରୀ ପିନ୍ଧିଥିବା ଲେଗିନ୍ସ ପୋଖରୀରେ ଫିଙ୍ଗି ଦେଇଥିଲା…

ନୟାଗଡରୁ ନିଖୋଜ ତିନି ବର୍ଷର ଶିଶୁ ସ୍ୱାତୀର ମୃତଦେହ ମିଳିଲା

ନୟାଗଡ଼: ଗତ ଚାରି ଦିନ ହେଲା ନିଖୋଜ ଥିବା ନୟାଗଡ଼ ଜିଲ୍ଲା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀର ମୃତଦେହ ଗାଁ ପୋଖରୀରୁ ମିଳିଛି ।ଏହାକୁ ନେଇ ସ୍ୱାତୀଙ୍କ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।  ସୂଚନାଥାଉ କି, ଗତ ଶୁକ୍ରବାର ଦିନ ବେଳେ ଗାଁ ଦାଣ୍ଡରୁ ନିଖୋଜ ହୋଇ…