Latest Odisha News
Browsing Tag

Nayagarh

 ‘ପରୀ’ ବାପା-ମାଆଙ୍କୁ ଭେଟିଲେ ପୁରନ୍ଦେଶ୍ୱରୀ, ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବି

ନୟାଗଡ଼: ନୟାଗଡ଼ ଜିଲ୍ଲାର ଯଦୁପୁରରେ ପହଞ୍ଚିଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି, ପୁରନ୍ଦେଶ୍ୱରୀ । ଆଜି ସେ ମୃତ ନାବାଳିକା ପରୀର ପରିବାର ଲୋକଙ୍କୁ ଭେଟିଛନ୍ତି । ତାଙ୍କ ବାପାମାଆଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ପୁରନ୍ଦେଶ୍ୱରୀ । ପରୀର ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନ…

‘ପରୀ’ ପାଇଁ କଥାଟିଏ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ୨୦୧୮ ମସିହା ମେ ମାସର ଘଟଣା । ରାଜ୍ୟ ସରକାର ସେହି ସମୟରେ ଗୋଟିଏ କାର୍ଯ୍ୟକ୍ରମ ହାତକୁ ନେଇଥିଲେ । ଯା’ର ନାଁ ଥିଲା- ପରୀ ପାଇଁ କଥାଟିଏ । ଉଦ୍ଦେଶ୍ୟ ଥିଲା- ଶିଶୁ ଓ ନାବାଳିକା ବିରୋଧୀ ଅପରାଧ ଓ ଯୌନ ନିର୍ଯାତନା ରୋକିବା…

ନୟାଗଡ଼ ଯିବେ ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା, ପରୀ ହତ୍ୟାର କରିବେ ଅନୁଧ୍ୟାନ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲାକୁ ନେଇ ଏବେ ରାଜ୍ୟରେ ହଇଚଇ । କ୍ରାଇମବ୍ରାଞ୍ଚକୁ ତଦନ୍ତ ରକିବାକୁ କହିଛନ୍ତି ରାଜ୍ୟ ସରକାର । ଆଜି ହତ୍ୟାକାଣ୍ଡ ମାମଲାର ଅଗ୍ରଗତିର ଅନୁଧ୍ୟାନ ପାଇଁ ନୟାଗଡ଼ ଯାଉଛନ୍ତି ରାଜ୍ୟ ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା । ଯଶଓ୍ୱନ୍ତ ଜେଠଓ୍ୱା…

ପରୀ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ କରିବ ତଦନ୍ତ: କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିଷ୍ପତ୍ତି ନେଲେ ସରକାର। ଏନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ପରୀକୁ ଅପହରଣ ପରେ ହତ୍ୟା କରାଯାଇଥିବା ସେ ସ୍ପଷ୍ଟ କରିଛନ୍ତି । ପରୀର ଶବ ନଷ୍ଟ ହୋଇଯାଇଥିବାରୁ କେଉ…

ଯୁବକଙ୍କ ଅଧା ପୋଡ଼ା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନୟାଗଡ଼: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ନୟାଗଡ଼ ଜିଲ୍ଲା ରଣପୁରରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ଭୂତଡିହି ଗାଁର ବଳଭଦ୍ର ବଳିଆରସିଂ । ଗୁଣ୍ଡୁରାବାରି ଜଙ୍ଗଲରୁ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ବଳଭଦ୍ରଙ୍କୁ ହତ୍ୟା ପରେ ଗୁଣ୍ଡୁରାବାରି…

ବଜ୍ରପାତରେ ଗଲା ୨ ଜୀବନ

ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଡିହଗାଁରେ ଅଭାବନୀୟ ଘଟଣା । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ବଜ୍ରପାତରେ ଗାଁର ଜଣେ ମହିଳା ଓ ପୁରୁଷ ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ସେମାନଙ୍କୁ ଦଶପଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର…

ଖଣ୍ଡପଡା ବନ୍ୟାଞ୍ଚଳ ସ୍ଥିତି ପରଖିଲେ ପୂର୍ବତନ ବିଧାୟକ ସିଦ୍ଧାର୍ଥ ସିଂହ

ନୟାଗଡ: ରାଜ୍ୟରେ ବନ୍ୟାସ୍ଥିତି ସଂଗୀନ ହୋଇ ପଡ଼ିଥିବା ବେଳେ ପାଣି ଘେରରେ ଆଠ ଲକ୍ଷରୁ ଅଧିକ ଲୋକ ଫସି ରହିଛନ୍ତି । ମହାନଦୀରେ ମଧ୍ୟ ବନ୍ୟା ଆସିଥିବା ବେଳେ ନୟାଗଡ ଜିଲ୍ଲା ଖଣ୍ଡପଡା ନିର୍ବାଚନମଣ୍ଡଳୀ ଅଧିକ କ୍ଷତିଗ୍ରସ୍ତ ହୋଇପଡିଛି । ଏଭଳି ପରିସ୍ଥିତିରେ ଲୋକମାନଙ୍କ ନିକଟରେ ପହଂଚି…

ଖୁଦୁରୁକୁଣୀ ଓଷା ହେଲା କାଳ, ଭାସିଗଲେ ୪ ନାବାଳିକା

ନୟାଗଡ: ଖୁଦୁରୁକୁଣୀ ପାଇଁ ନଦୀରେ ଗାଧୋଇବା ହେଲା କାଳ । ବନ୍ୟା ଜଳରେ ଭାସିଗଲେ ୪ ନାବାଳିକା । ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ନିକଟ ଟାକରା ପଂଚାୟତ ବୁରୁ ସାହିର ବୃତ୍ତଙ୍ଗ ନଦୀରେ ଘଟିଛି ଏଭଳି ଘଟଣା…

ହଟସ୍ପଟରୁ ନୟାଗଡ ଆସିଲେ ୧୪ ଦିନ କ୍ୱାରେଂଟିନ୍‌ ବାଧ୍ୟ

ନୟାଗଡ: ଏଣିକି ଆପଣ ଯଦି ରାଜ୍ୟର କୌଣସି ହଟସ୍ପଟ୍ ଜିଲ୍ଲାରୁ ନୟାଗଡ ଯାଉଛନ୍ତି, ତେବେ ୧୪ ଦିନ ପାଇଁ ସରକାରୀ ସଙ୍ଗରୋଧରେ ରହିବା ବାଧ୍ୟତାମୂଳକ । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ ପୋମା ଟୁଡୁ । ତେବେ ନୟାଗଡକୁ ଆସୁଥିବା ସରକାରୀ ଅଧିକାରୀ କିମ୍ବା ବ୍ୟବସାୟୀ ଯଦି ୭୨…

ଆଉଜଣେ ଡାକ୍ତର, ନର୍ସ କରୋନା ପଜିଟିଭ୍ ଚିହ୍ନଟ !

ନୟାଗଡ଼: ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉଭୟ ଡାକ୍ତର ଓ ନର୍ସ ଚିକିତ୍ସାଳୟରେ ସର୍ଜରୀ ୱାର୍ଡ଼ରେ କାର୍ଯ୍ୟ କରୁଥିଲେ । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡ଼ିଏମଓ) ସୁଧାଂଶୁ ଷଡ଼ଙ୍ଗୀଙ୍କ ସୂଚନାନୁଯାୟୀ, ସର୍ଜରୀ…