Latest Odisha News

BREAKING NEWS

Browsing Tag

NCP

‘କୁଆଡେ ଗଲା କବଚ’, ଟ୍ରେନ ଦୁର୍ଘଟଣା ପାଇଁ ବିଜେପିକୁ ଘେରିଲେ ବିରୋଧୀ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣା ଯୋଗୁ ଶହ ଶହ ଜୀବନ ଯାଇଛି। ଏପରିକି ବହୁ ଲୋକ ଗୁରୁତର ଆହତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ବହୁ ପରିବାର ଛାରଖାର ହୋଇଯାଇଛି। ଦେଶ ବିଦେଶରୁ ସମବେଦନାର ସୁଅ ଛୁଟିଛି। ଏଭଳି ଏକ ଗଭୀର ଦୁଃଖ ସମୟରେ…

ଇସ୍ତଫା ଫେରାଇ ନେଲେ ଶରଦ ପାୱାର, ରହିବେ ଏନସିପି ଅଧ୍ୟକ୍ଷ

ମୁମ୍ବାଇ: ଶରଦ ପାୱାର ରହିବେ ଏନସିପି ଅଧ୍ୟକ୍ଷ । ୩ ଦିନ ପରେ ଫେରାଇ ନେଲେ ଇସ୍ତଫା । ଶୁକ୍ରବାର ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀ କରି ଇସ୍ତଫା ଫେରାଇ ନେବେ ବୋଲି କହିଛନ୍ତି ଶରଦ ପାୱାର । ସାମ୍ବାଦିକ ସମ୍ମିଳନୀରେ ଶରଦଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ । ଶରଦ…

ପାୱାରଙ୍କ ଇସ୍ତଫାକୁ ନେଇ ସସପେନ୍ସ, ଅଜିତ ପାୱାର ନା ସୁ୍ପ୍ରିୟା ସୁଲେ କିଏ ହେବ ଏନସିପି ଅଧ୍ୟକ୍ଷ ?

ମୁମ୍ବାଇ: ୧୯୯୯ ମସିହାରେ ଶଦର ପାୱାର ନ୍ୟାସନାଲ କଂଗ୍ରେସ ପାର୍ଟି (NCP)ର ଗଠନ କରିଥିଲେ । ଆଉ ଦଳ ପ୍ରତିଷ୍ଠାର ୨୪ ବର୍ଷ ପରେ ପାୱାର ଦଳ ଉପରୁ ନିଜ ପାୱାରକୁ ପ୍ରତ୍ୟାହାର କରି ନେଇଛନ୍ତି । ଏନସିପିର ଅଧ୍ୟକ୍ଷ ପଦରୁ ଶରଦ ପାୱାରଙ୍କ ଇସ୍ତଫା ପରେ କିଏ ଦଳର ଅଧ୍ୟକ୍ଷ ହେବ ତାକୁ ନେଇ ଚର୍ଚ୍ଚା…

କେବେ ଭାଙ୍ଗିବ ସିନ୍ଦେ ବିଜେପି ସରକାର?

ଭୁବନେଶ୍ୱର: ଦେଶରେ ଏବେ ମହାରାଷ୍ଟ୍ର ଚର୍ଚ୍ଚା ଅନ୍ୟ ସବୁ ଚର୍ଚ୍ଚାକୁ ବଳିଯାଇଛି। ମହାରାଷ୍ଟ୍ର ରାଜନୀତି କେଉଁ ରୂପ ନେବ ତାକୁ ନେଇ ସାରା ଦେଶର ରାଜନୈତିକ ମହଲରେ ଜୋରଦାର ଆଲୋଚନା ହେଉଛି। ଏନସିପି ନେତା ଅଜିତ ପାୱାରଙ୍କ ମନ୍ତବ୍ୟ ଓ ଏକନାଥ ସିନ୍ଦେ ଗୋଷ୍ଠୀର ପ୍ରତିକ୍ରିୟା ଆଦିକୁ ଦେଖିଲେ…

‘ମହାରାଷ୍ଟ୍ର ରାଜନୀତି’, ଅଜିତ ହେବେ ମୁଖ୍ୟମନ୍ତ୍ରୀ !

ଭୁବନେଶ୍ୱର: ଏନସିପି ନେତା ଅଜିତ ପାୱାରଙ୍କୁ ନେଇ ମହାରାଷ୍ଟ୍ର ରାଜନୀତିରେ ଦ୍ବନ୍ଦ୍ୱ ବଢ଼ିବାରେ ଲାଗିଛି। ନିଜ ସମର୍ଥିତ ଦଳୀୟ ବିଧାୟକଙ୍କ ସହ ଅଜିତ ବିଜେପିରେ ମିଶିବେ ବୋଲି କେବେଠୁ ଚର୍ଚ୍ଚା ହେଉଛି। ସେ ଏହାକୁ ଖଣ୍ଡନ କରି ଆସୁଛନ୍ତି। କିନ୍ତୁ ତାଙ୍କର ପ୍ରତ୍ୟେକ କଥା ଓ ପୂର୍ବ…

‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଗୋଷ୍ଠୀର ଧମକ !

ଭୁବନେଶ୍ୱର: ଏନସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ନେଇ ମହାରାଷ୍ଟ୍ର ରାଜନୀତିରେ ଝଡ। ମହାରାଷ୍ଟ୍ର ରାଜନୀତିର ଅନଏକ୍ସପେକଟେଡ଼ ଚେହେରା ବୋଲି କୁହାଯାଉଥିବା ଅଜିତ ପାୱାରଙ୍କୁ ନେଇ ଖପ୍ପା ଏକନାଥ ସିନ୍ଦେ ଗୋଷ୍ଠୀ। ଅଜିତ ପାୱାର ବିଜେପିରେ ମିଶିବା…

‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଆଉଟ ପାୱାର ଇନ !

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ନିର୍ବାଚନ ପରେ ବିଜେପି ଶିବସେନା ସରକାର ଗଢିବାର ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ମହା ବିକାଶ ଅଘାଡି ମେଣ୍ଟ ସରକାର ହୋଇଥିଲା। ଶିବସେନା, କଂଗ୍ରେସ ଓ ଏନସିପି ମିଳିତ ସରକାର ଗଢ଼ିଥିଲେ। ଏହା ପରେ ଶିବସେନାର ଏକନାଥ ସିନ୍ଦେଙ୍କ…

ମହାରାଷ୍ଟ୍ର ରାଜନୀତି ସରଗରମ ! ଏନସିପି ନେତା ଅଜିତ ପାୱାର ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର

ମହାରାଷ୍ଟ୍ର : ଏନସିପି ନେତା ଅଜିତ ପାୱାର ବିଜେପିରେ ଯୋଗ ଦେବା ନେଇ ମଙ୍ଗଳବାର ଚର୍ଚ୍ଚା ଜୋର ଧରିବା ପରେ ସରଗରମ ହୋଇଛି ମହାରାଷ୍ଟ୍ର ରାଜନୀତି । କୁହାଯାଉଛି ଏନସିପି ବିଧାୟକ ଅଜିତ ପାୱାର ତାଙ୍କ ଦଳର ପ୍ରାୟ ୩୦-୪୦ ବିଧାୟକଙ୍କ ସହ ବିଜେପି-ସିନ୍ଦେ ସରକାରରେ ସାମିଲ ହେବେ। ଏହି…

‘କର୍ଣ୍ଣାଟକରେ ରାହୁଲ’ ଯେଉଁ କୋଲାର ପାଇଁ ଭୋଗୁଛନ୍ତି, ସେଇ କୋଲାରରେ କରିବେ ପ୍ରଚାର

ଭୁବନେଶ୍ୱର: କର୍ଣ୍ଣାଟକରେ ଆର ପାରର ଲଢେଇ। ବିଜେପି କଂଗ୍ରେସ ମୁହାଁମୁହିଁ। ଉଭୟ ଦଳ ପାଇଁ କର୍ଣ୍ଣାଟକ ନିର୍ବାଚନ କେବଳ କର୍ଣ୍ଣାଟକ ନୁହେଁ ସାରା ଦେଶରେ ବେଶ ଗୁରୁତ୍ୱ ବହନ କରୁଛି। ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ ପରେ ସବୁ ବିରୋଧୀ ଏକ ହୋଇଛନ୍ତି। ତେଣୁ କର୍ଣ୍ଣାଟକରେ…

‘ବିରୋଧୀ’ ଏଥର ଯୋଡି ନ ହେଲେ ସଫା !

ଭୁବନେଶ୍ୱର: ବିରୋଧୀଙ୍କ ପାଇଁ ଏବେ କର ବା ମର ସ୍ଥିତି। ବିଭିନ୍ନ ପ୍ରକାର ଦୁର୍ନୀତିରେ ବିରୋଧୀ ଦଳଗୁଡିକ ଉପରେ ବିଜେପିର ଲଗାତର ଆଟାକକୁ ନେଇ ବିରୋଧୀ ଅଣନିଶ୍ୱାସୀ ହୋଇ ପଡ଼ିଥିବା କୁହାଯାଉଛି। ଏପରିକି ଅଣବିଜେପି ଦଳ ଓ ନେତାଙ୍କ ଉପରେ ଲଗାତର ବିଭିନ୍ନ ପ୍ରସଙ୍ଗକୁ ନେଇ ଇଡି, ସିବିଆଇ ଓ…