[ଦେଖନ୍ତୁ ଭିଡିଓ] ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ : ସାକ୍ଷାତ ପରେ ଭାବବିହ୍ୱଳ ହେଲେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଓଡ଼ିଶା ମାଟିରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ଦ୍ରୌପଦୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ । ମଧ୍ୟାହ୍ନ ଭୋଜନ ପାଇଁ ଭାବି ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ ନବୀନ…