ବିହାରରେ ଏନଡିଏ ସରକାର: ୧୨୫ ଆସନ ସହ ବହୁମତ ହାସଲ, ୧୧୦ ସିଟରେ ଅଟକିଲା ମହାମେଣ୍ଟ
ନୂଆଦିଲ୍ଲୀ: ବିହାରରେ ବିଜେପିର ସୁପର ସୋ । କ୍ଷମତା ଲଢ଼େଇରେ ପୁଣି ଏନଡିଏ ହାତରେ ବିହାର ଶାସନ ଡ଼ୋରି ଧରାଇଛନ୍ତି ବିହାର ଭୋଟର । ୧୨୫ ଆସନ ସହ ବହୁମତ ହାସଲ କରିଛି ଏନଡିଏ । ବିହାରରେ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ୱର ଥିଲା ୧୨୨ ।
ଏନଡିଏ ମେଣ୍ଟରେ ବିଜେପି ବଡ଼ ଦଳ ଭାବରେ ଉଭା ହୋଇଛି ।…