ନୀତି ଆୟୋଗ ଆରମ୍ଭ କଲା ଡାଟା ଓ ଆନାଲିଟିକ୍ସ ପ୍ଲାଟଫର୍ମ
ଭୁବନେଶ୍ୱର: ନୀତି ଆୟୋଗ ପକ୍ଷରୁ ଜାତୀୟ ଡାଟା ଓ ଅନାଲିଟିକ୍ସ ପ୍ଲାଟଫର୍ମ (ଏନ୍ଡିଏପି) ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଆଜିଠୁ ଆରମ୍ଭ କରାଯାଇଛି । ଏହି ପ୍ଲାଟଫର୍ମର ଉଦ୍ଦେଶ୍ୟ ହେଲା ସରକାରୀ ତଥ୍ୟାବଳୀକୁ ଲୋକଙ୍କୁ ସହଜରେ ଯୋଗାଇବା । ଏହା ଫଳରେ ସରକାରୀ ଡାଟା ସଂଗ୍ରହ ସହଜ, ଆନ୍ତଃ…