Latest Odisha News

BREAKING NEWS

Browsing Tag

NDRF

ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ, ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ଆଶଙ୍କା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ । ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି…

ପାଣି ଘେରା ସ୍କୁଲରୁ ଉଦ୍ଧାର ହେଲେ ୫୫୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ବିଭିନ୍ନ ଅଞ୍ଚଳ ଜଳମଗ୍ନ ରହିଥିବାରୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଛି । ପାଣି ଘେରରେ ଫସି ରହିଥିବା ଲୋକମାନଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି । ମଙ୍ଗଳବାର  କଟକ…

ଖୋଲା ବୋରୱେଲରେ ଖସି ପଡିଲା ୩ ବର୍ଷର ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

ଭୋପାଲ: ଖୋଲା ବୋରୱେଲରେ ଗଳି ପଡିଲା ୩ ବର୍ଷର ଶିଶୁ । ଶିଶୁକୁ ଉଦ୍ଧାର କରିବା ପାଇଁ ଚାଲିଛି ପ୍ରୟାସ। ଶିଶୁଟିକୁ ବଂଚାଇବା ପାଇଁ ରାତିତମାମା ଚାଲିଛି ରେସକ୍ୟୁ ଅପରେସନ୍ । ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି ପୋଲିସ ଓ ସେନା । ମଧ୍ୟପ୍ରଦେଶ ନିୱାରୀ ଜିଲ୍ଲାର ପୃଥ୍ୱୀପୁର ଅଂଚଳରେ ଘଟିଛି…

କଟକରେ ୪୯ ଜଣ ଏନଡ଼ିଆରଏଫ ଯବାନଙ୍କ ସମେତ ୫୨ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ମୁଣ୍ଡୁଳି ସ୍ଥିତ ଏନଡ଼ିଆରଏଫ କ୍ୟାମ୍ପର ୪୯ ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି।  ୩ ଦିନ ତଳେ ଜଣଙ୍କର ରିପୋର୍ଟ ପଜିଟିଭ ଆସିଥିଲା । ଅମ୍ଫନ ବାତ୍ୟାରେ ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ କୋଲକାତା ଯାଇଥିଲା ଏନଡ଼ିଆରଏଫ ଟିମ୍ । ଏହାସହ ମୁଣ୍ଡଳୀ ଏନଡ଼ିଆରଏଫ…

ଅମ୍ଫାନ ମୁକାବିଲାରେ ନେତୃତ୍ୱ ନେଉଥିବା ଦୁଇ ଓଡିଆ ଯୋଦ୍ଧାଙ୍କ ପାଇଁ ଓଡିଶା ଗର୍ବିତ

ଭୁବନେଶ୍ୱର : ଅମ୍ଫାନ ଓଡିଶା ଅତିକ୍ରମ କରି ପଶ୍ଚିମବଙ୍ଗରେ ସ୍ଥଳଭାଗକୁ ଛୁଇଁଛି । ଏହାର ମୁକାବିଲା ପାଇଁ ଦିନରାତି ଏକ କରି କାମ କରିଆସୁଛି ଆଇଏମଡି ବା ଇଣ୍ଡିଆନ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ ଏବଂ ଏନଡିଆରଏଫ ବା ନ୍ୟାସନାଲ୍ ଡିଜାଷ୍ଟର ରେସପନ୍ସ ଫୋର୍ସ। ଏହି ଦୁଇ ବିଭାଗର ଅକ୍ଲାନ୍ତ…

ଅମ୍ଫାନ ମୁକାବିଲା : ଫୋକସରେ ଦୁଇ ଓଡ଼ିଆ ଡିଜି

ଭୁବନେଶ୍ୱର : କିଛିବର୍ଷ ହେବ ଓଡିଶାରେ ବାତ୍ୟା ତାର ତାଣ୍ଡବ ଦେଖାଉଛି । କେତେବେଳେ ହୁଡହୁଡ୍ ତ କେତେବେଳେ ଫନି । ଆଉ ଏବେ ଅମ୍ଫାନ । ଅନେଶତ ମହାବାତ୍ୟା ପରେ ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫାନ ଶତାବ୍ଦୀର ସବୁଠାରୁ ବଡ ବାତ୍ୟା ବୋଲି କୁହାଯାଉଛି । ତେବେ ଏହି ବାତ୍ୟା ସମୟରେ…

‘ଅମ୍ଫାନ’ ମୁକାବିଲା ପାଇଁ ସଜାଗ ଅଛି ଏନ୍‌ଡିଆର୍‌ଏଫ୍

ନୂଆଦିଲ୍ଲୀ: ଆସନ୍ତାକାଲି ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ ବାତ୍ୟା ଅମ୍ଫାନ । ଲ୍ୟାଣ୍ଡଫଲ ବେଳେ ଏହାର ତାଣ୍ଡବ ରଚିବ । ଏହାର ପ୍ରଭାବ ଫନି ଭଳି ରହିବ । ଏଥିପାଇଁ ପୁରା ସଜାଗ ଅଛି ଏନ୍‌ଡିଆର୍‌ଏଫ୍ । ଏନେଇ ଏନ୍‌ଡିଆର୍‌ଏଫ୍ ଡିଜି ସତ୍ୟନାରାୟଣ ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି…