ଶନିବାର ମଧ୍ୟାହ୍ନ ସୁଦ୍ଧା ନିଟ-ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଶନିବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ସହର ୱାରୀ ଓ ପରୀକ୍ଷା କେନ୍ଦ୍ର ୱାରୀ ନିଟ ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସର୍ବୋଚ୍ଚ ଅଦାଲତ ଏନଟିଏକୁ ନିର୍ଦ୍ଦେଶ ଦେଇଛନ୍ତି।
ଆଜି ଦିନର ପ୍ରଥମାର୍ଦ୍ଧରେ ନିଟ ପରୀକ୍ଷା ଅନିୟମିତତା ସମ୍ପର୍କିତ ୪୦ଟିରୁ ଅଧିକ ଆବେଦନର ଏକତ୍ର ଶୁଣାଣି…