Latest Odisha News
Browsing Tag

NEET 2020

ଇତିହାସ ରଚିଲେ ଓଡ଼ିଆ ପୁଅ ; ନିଟ୍ ପରୀକ୍ଷାରେ ରଖିଲେ ଶତ ପ୍ରତିଶତ ନମ୍ବର

ଭୁବନେଶ୍ୱର: ଜାତୀୟ ସ୍ତରରେ ଓଡିଶା ପାଇଁ ଗର୍ବ ଆଣିଦେଲେ ଓଡ଼ିଆ ପୁଅ ସୋଏବ ଆଫତାବ। ସର୍ବଭାରତୀୟ ମେଡ଼ିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍ ରେ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି ସୋଏବ। ପ୍ରାପ୍ତ ସୂଚନାନୁଯାୟୀ, ରାଉରକେଲାର ୧୮ ବର୍ଷୀୟ ଛାତ୍ର ସୋଏବ ଅଫତାବ ସମୁଦାୟ ୭୨୦ ରୁ ୭୨୦ ନମ୍ବର ରଖି…

ଆଜି ପ୍ରକାଶ ପାଇବ NEET ରେଜଲ୍ଟ

ଭୁବନେଶ୍ୱର: ଏମବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ନ୍ୟାସନାଲ୍ ଏଲିଜିବିଲିଟ କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ବା ନିଟ୍ ପରୀକ୍ଷାଫଳ । ଛାତ୍ରଛାତ୍ରୀ ww.ntaneet.nic.in କିମ୍ୱା nta.ac.inରୁ ରେଜଲ୍ଟ ଜାଣି ପାରିବେ । ଏନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା…

ଆସିଲା ନିଟ ୨୦୨୦ ଓଏମଆର ସିଟ, ସବିଶେଷ ତଥ୍ୟ ପାଇଁ ପଢନ୍ତୁ

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଅଫିସିଆଲ ୱେବସାଇଟରେ ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ (NEET) ୨୦୨୦ ର ଅପ୍ଟିକାଲ ମାର୍କ ସ୍ୱୀକୃତି (OMR) ସିଟ୍ ବାହାର କରିଛି। ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ ୱେବସାଇଟରେ ଥିବା ସମସ୍ତ ବିଷୟ ପାଇଁ ପ୍ରଦାନ…

ନିଟ୍ ପରୀକ୍ଷା କେନ୍ଦ୍ରରେ ରହିବ ଆଇସୋଲେସନ୍ ରୁମ୍

ଭୁବନେଶ୍ୱର: ଜେଇଇ ମେନ୍ ଭଳି ନିଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ନିଟ୍ ସେଣ୍ଟରରେ ରହିବ ଆଇସୋଲେସନ୍ ରୁମ୍ । ଅଧିକ ତାପମାତ୍ରା ବା ଅସୁସ୍ଥ ପରୀକ୍ଷାର୍ଥୀ ସେଠାରେ ପରୀକ୍ଷା ଦେବେ । ସେମାନଙ୍କ ପାଇଁ ଦୁଇ ଜଣ ପରୀକ୍ଷା ନିୟନ୍ତ୍ରକ ପିପିଇ କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ।…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର : ଚଳିତ ବର୍ଷ ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ଆସିବା ଓ ରହିବା ବ୍ୟବସ୍ଥା କରିବେ ସରକାର । ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ଏପରି ସୁବିଧା…

NEET ଓ JEE ସ୍ଥଗିତ ରଖିବା ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିର୍ଦ୍ଧାରିତ ତାରିଖରେ ହେବ । ସେପ୍ଟେମ୍ବରରେ ଅନୁଷ୍ଠିତ ହେବ NEET ଓ JEE ମେନ୍ । ପ୍ରବେଶିକା ପରୀକ୍ଷା ଉପରେ ରୋକ ଲଗାଇବା ପାଇଁ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ…

NEET ଓ JEE କେବେ ଜାଣନ୍ତୁ, ଘୋଷଣା ହୋଇଛି ତାରିଖ

ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଜୁଲାଇରେ ସ୍ଥଗିତ ଥିବା ପରୀକ୍ଷା ଆସନ୍ତା ସେପ୍ଟେମ୍ବର ମାସରେ ହେବ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ୍ ନିଶଙ୍କ ଏହି ସୂଚନା ଦେଇଛନ୍ତି ।…