ପୁରୀରେ ନେତପିଲା ପରମ୍ପରା, ବୃନ୍ଦାବତୀଙ୍କ ନିକଟରେ ପୂଜାର୍ଚ୍ଚନା
ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ନେତପିଲା ପରମ୍ପରା | ପୁରୀ ଶ୍ରୀମନ୍ଦିରର ସେବାୟତ ପରିବାରରେ ଶାରଦୀୟ ଦୁର୍ଗାପୂଜା ସମୟରେ ଦେଖିବାକୁ ମିଳିଥାଏ ନେତ ପିଲା ପରମ୍ପରା | ଶହଶହ ବର୍ଷ ପୂର୍ବରୁ ପାଳିତ ହୋଇଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡିକରେ ପରମ୍ପରା ମୁତାବକ ଚାଲିଆସୁଛି |…