Latest Odisha News

BREAKING NEWS

Browsing Tag

Netaji Bus Terminal

ନେତାଜୀ ଟର୍ମିନାଲକୁ ହାଇକୋର୍ଟଙ୍କ ଅନୁମତି

କଟକ : କଟକରେ ନେତାଜୀ ବସ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ । ଖାନନଗରରେ ବସ ଟର୍ମିନାଲ ନେଇ ହୋଇଥିବା ଜନସ୍ୱାର୍ଥ ମାମଲା ଖାରଜ। ଏହା ରାଜ୍ୟ ସରକାରଙ୍କ ପଲିସି ନିଷ୍ପତ୍ତି ହୋଇଥିବାରୁ ଏଥିରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି । ଅନ୍ତରୀଣ ସ୍ଥିତାବସ୍ଥାକୁ ପ୍ରତ୍ୟାହାର…

କଟକ ନେତାଜୀ ବସ୍ ଟର୍ମିନାଲ ପାଇଁ ଜମି ଅଧିଗ୍ରହଣ ଆରମ୍ଭ

କଟକ: କଟକରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଆରମ୍ଭ ହେଲା ଜମି ଅଧିଗ୍ରହଣ କାମ । ପ୍ରଥମ ପର୍ଯ୍ୟାୟରେ ଉଚ୍ଛେଦ ହେଲା ବାଦାମବାଡ଼ି ବାଳିକା ହାଇସ୍କୁଲ । ପ୍ରୋକଲିନ୍ ଯୋଗେ ଘର ଭଙ୍ଗା ଯାଉଛି । ନିକଟରେ ଥିବା ସରକାରୀ ଜମିରୁ ମଧ୍ୟ ଉଚ୍ଛେଦ ହଟାଯାଉଛି । ସେହିପରି ଆସନ୍ତା ୩ ତାରିଖ…

ନେତାଜୀଙ୍କ ନାଁରେ କଟକରେ ବସ ଟର୍ମିନାଲ, ସୁଭାଷ ବୋଷଙ୍କ ଜୟନ୍ତୀରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଚଳଚଞ୍ଚଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାସହ ତାଙ୍କ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କ ନାଁରେ…