Latest Odisha News

BREAKING NEWS

Browsing Tag

Netaji Subash Chandra bose

ଖୋଲିବ କି ନେତାଜୀଙ୍କ ଜୀବନ ରହସ୍ୟ, ସାମ୍ନାକୁ ଆସିଲା ୭୪ ବର୍ଷ ପୁରୁଣା ଅପ୍ରକାଶିତ ପୁସ୍ତକ

'ତୁମେ ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି', ଯେତେବେଳେ ବି ଏହି ସ୍ଲୋଗାନ କାନରେ ବାଜେ, ସେତେବେଳେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାଁ ମନରେ ଆସିଥାଏ ।  ଜାନୁୟାରୀ ୨୩, ୧୮୯୭ରେ ଜନ୍ମ ନେତାଜୀ । ତାଙ୍କ ଜୀବନ ଥିଲା ଏକ ଖୋଲା ବହି । ତାଙ୍କ ଜୀବନରେ ଯାହା ଘଟିଥିଲା ସେ ବିଷୟରେ…

କର୍ତ୍ତବ୍ୟ ପଥକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ଜୟରାମ ରମେଶ

ନୂଆଦିଲ୍ଲୀ: ରାଜପଥର ନାମ ପରିବର୍ତ୍ତନକୁ ନେଇ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପର ବର୍ଷିଛନ୍ତି । ଜୟରାମ ରମେଶ କହିଛନ୍ତି ମୋଦି ହେଉଛନ୍ତି ସୁପର ପ୍ରଚାରକ । କଂଗ୍ରେସକୁ ବିରୋଧ କରିବା ତାଙ୍କର ନିୟମିତ ଅଭ୍ୟାସ । ଏହା ସହ ସେ ଆରଏସଏସକୁ  ବ୍ରିଟିଶ…

ବିଜେପି ସାଂସଦ ସାକ୍ଷୀ ମହାରାଜଙ୍କ ବିବାଦୀୟ ବୟାନ, କହିଲେ- ‘ନେତାଜୀଙ୍କୁ ହତ୍ୟା ପଛରେ କଂଗ୍ରେସ’

ଉନ୍ନାଓ: ମନ୍ତବ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ବିଜେପି ସାଂସଦ ସାକ୍ଷୀ ମହାରାଜ ପୁଣିଥରେ ନିଜ ବୟାନକୁ ନେଇ ବିବାଦ ଘେରକୁ ଆସିଛନ୍ତି । ସାକ୍ଷୀ ମହାରାଜ କହିଛନ୍ତି- ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହତ୍ୟା ପଛରେ କଂଗ୍ରେସର ହାତ ରହିଛି । ସାକ୍ଷୀ ମହାରାଜ ଅଭିଯୋଗ କରିଛନ୍ତି-…

ମନେ ପଡ଼ନ୍ତି ନେତାଜୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ ଦେଶ ବ୍ୟାପୀ ପାଳନ ହେଉଛି ପରାକ୍ରମ ଦିବସ । ଭାରତର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅବଦାନକୁ ପୁରା ଦେଶ ମନେ ପକାଉଛି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି…