ଆଜି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଆସିବେ ମୁଖ୍ୟମନ୍ତ୍ରୀ, ୪ଟି କୋଠାକୁ ଲୋକାର୍ପଣ କରିବେ
ଭୁବନେଶ୍ୱର: ଆଜି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟା ୧୫ରେ କ୍ୟାମ୍ପସ୍ରେ ୪ଟି କୋଠାକୁ ସେ ଲୋକାର୍ପଣ କରିବେ । କରୋନା କଟକଣା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ କ୍ୟାମ୍ପସରେ ବ୍ୟାପକ ସାଜସଜ୍ଜା କରାଯାଇଛି ।…