Latest Odisha News

BREAKING NEWS

Browsing Tag

New Corona Positive Cases

ଓଡ଼ିଶାରେ କରୋନାର ଲମ୍ବା ଡିଆଁ: ଏକାଥରକେ ୬୮୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମାରିଛି ଲମ୍ବା ଲମ୍ଫ । ଏକାଥରକ ସଂକ୍ରମିତଙ୍କ ସଂଖ୍ୟା ୬୦୦ ପାର । ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୮୦ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୪୨୪ । ଦୈନିକ ସଂକ୍ରମଣ ପାଖାପାଖି ଅଢ଼େଇ ଶହ ବଢ଼ିଛି । ଆଜି ୧୮ ବର୍ଷ ଭିତରେ ୧୧୯ ଜଣ ସଂକ୍ରମିତ…

ଆଜି ରାଜ୍ୟରୁ ୧୧୨ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ତଳକୁ ତଳକୁ ଖସୁଛି କରୋନା କାୟା । ଶହେ ମୁହାଁ ଦୈନିକ କେସ୍ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୨ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫ଟି । ୧୮ ବର୍ଷ ଭିତରେ ଆଉ ୧୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୬୪୬୦

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ…

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…