Latest Odisha News

BREAKING NEWS

Browsing Tag

New Covid Positive Cases

କମୁଛି କରୋନା କାୟା: ଓଡ଼ିଶାରେ ୧% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୬୪ହଜାର ୯୯୧ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୬୦୯ ଆକ୍ରାନ୍ତ । ଏମାନଙ୍କ ଭିତରେ ୯୭ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୩୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ଓଡ଼ିଶାରୁ ୮୪୯ କରୋନା ପଜିଟିଭ୍, ଆଉ ୧୧୯ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ଏବେ ରହିଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ୧୮ ବର୍ଷ ଭିତରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୪୮ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୯ ସଂକ୍ରମିତ । ଖୋର୍ଦ୍ଧା…

ଆଜି ଓଡ଼ିଶାରୁ ୧୦୭୮ କରୋନା ପଜିଟିଭ୍, ୧୫ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍

ଭୁବନେଶ୍ୱର: ରାଜ୍ୟରେ ଏବେ ହଜାରେ ଉପରେ ରହୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୭୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ…

୨୪ ଘଣ୍ଟାରେ ଦେଶରୁ ୨୦ ହଜାର ସଂକ୍ରମିତ, ୨୭୯ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୭ଲକ୍ଷ ୧୫ ହଜାର କୋଭିଡ୍ ଟେଷ୍ଚ ହୋଇଛି । ଚିହ୍ନଟ ହୋଇଛନ୍ତି ୨୦ହଜାର ୨୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୭ହଜାର ୮୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସୁସ୍ଥ ହୋଇଛନ୍ତି ୨୧ହଜାର ୧୩୧…