Latest Odisha News

BREAKING NEWS

Browsing Tag

New Covid Positive

ରାଜ୍ୟରେ ଶହେକୁ ଖସିଲାଣି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା କେସ । ଦୈନିକ ସଂକ୍ରମଣ ପାଖାପାଖି ଶହେକୁ ଖସିଲାଣି । ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ବାହାରିଛନ୍ତି ୧୦୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬ । ୧୮ ବର୍ଷ ଭିତରେ ଆଉ ୧୬ ଜଣ ପଜିଟିଭ୍ ବାହାରିଛନ୍ତି ।…

ରାଜ୍ୟରେ ଦେଢ଼ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା କାୟା । ଦୈନିକ ସଂକ୍ରମଣ ଏବେ ଦେଢ଼ ଶହ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୪୩ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୭ । ୧୮ ବର୍ଷ ଭିତରେ ଆଉ ୨୮ ପଜିଟିଭ୍ ବାହାରିଛନ୍ତି । ଆଜି ୨୪…

ଆଜି ରାଜ୍ୟରୁ ୨୫୧ କରୋନା ପଜିଟିଭ୍, ୫ ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି କରୋନା । ଦୈନିକ ସଂକ୍ରମଣ ଖସୁଛି । ଏବେ ତିନି ଶହ ଭିତରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୫୧ ସଂକ୍ରମିତ । ୨୫ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୪୬ ଓ…

ରାଜ୍ୟରେ ତିନି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ ଖସୁଛି । ତିନି ଶହ ତଳକୁ ଖସିଛି ଦୈନିକ କେସ୍ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୭୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨୨ । ୧୮ ବର୍ଷ ଭିତରେ ଆଉ ୮୬ ପଜିଟିଭ୍…

ଆଜି ରାଜ୍ୟରୁ ୩୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ହ୍ରାସ ପାଉଛି । ଆଜି ଚାରି ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୮ ସଂକ୍ରମିତ । କ୍ୱାରେଣ୍ଟିନରୁ ୨୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ । ୧୮ ବର୍ଷ ଭିତରେ ଆଉ ୮୬…

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ, ଅଧା ଓଡ଼ିଶାରେ ଦୁଇ ଅଙ୍କ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ହଜାରେ ତଳେ ରହିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୩୪ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୩୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୪ । ୧୮ ବର୍ଷ ଭିତରେ ଆଉ ୧୪୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ଆଜି ରାଜ୍ୟରୁ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ସ୍ଥିର ରହିବା ପରେ ଆଜି ହଜାରେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୨୫ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୫୪୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୮୩ । ୧୮ ବର୍ଷ ଭିତରେ ଆଉ ୨୦୨ ପଜିଟିଭ୍ ବାହାରିଛନ୍ତି । Covid-19…

ରାଜ୍ୟରେ ୧୧ଶହକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ସ୍ଥିର ରହିବା ପରେ ଆଜି ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗତ କିଛି ଦିନ ହେବ ପ୍ରତିଦିନ ପାଖାପାଖି ୧୫ ଶହ ସଂକ୍ରମିତ ଚିହ୍ନଟ ହେଉଥିଲେ । ଆଜି ଏହି ସଂଖ୍ୟା ୧୧ଶହକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୪୮ ଆକ୍ରାନ୍ତ ।…

ଆଜି ଓଡ଼ିଶାରୁ ୧୫୩୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ପାଖାପାଖି ୧୫ଶହ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୩୯ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୮୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୪୨ । ୧୮ ବର୍ଷରୁ କମ୍ ଆଉ ୩୪୨…

ଦେଶରେ ୬୦ ହଜାର ତଳେ ଦୈନିକ କରୋନା କେସ୍

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା କାୟ କମୁଛି । ଦୈନିକ ସଂକ୍ରମଣ ଏବେ ୬୦ ହଜାର ତଳକୁ ଖସିଲାଣି । କ୍ରମାଗତ ଭାବରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୮ହଜାର ୭୭ ଆକ୍ରାନ୍ତ । ଗତକାଲି ଅପେକ୍ଷା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୩.୪ ପ୍ରତିଶତ କମ୍ ।…