Latest Odisha News
Browsing Tag

New Delhi

ହସ୍ପିଟାଲରୁ ଡିସଚାର୍ଜ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଦିଲ୍ଲୀ ଏମସରୁ ଡିସ୍ ଚାର୍ଜ ହୋଇଛନ୍ତି । ଗତ ରବିବାର ଦ୍ୱିତୀୟ ଥର ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏହା ପୂର୍ବରୁ ତାଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।…

ଆସନ୍ତାକାଲି ନୂଆଦିଲ୍ଲୀରେ ହେବ ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ

ନୂଆଦିଲ୍ଲୀ: ଆସନ୍ତାକାଲି ସକାଳ ସାଢେ ୮ଟାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେବେ ପ୍ରଣବ । ଏଥି ସହ ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଛି । ଏହି ସମୟରେ ଦେଶର ସମସ୍ତ ସ୍ଥାନରେ…

ବର୍ଷାରେ ଉବୁଟୁବୁ ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ: ବର୍ଷା ପାଣିରେ ଉବୁଟୁବୁ ରାଜଧାନୀ ଦିଲ୍ଲୀ । ମାତ୍ର କିଛି ଘଂଟାର ବର୍ଷାରେ ଜଳାର୍ଣ୍ଣବ ହୋଇଯାଇଛି ଦିଲ୍ଲୀ ସହର ।  ବୁଧବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଯୋଗୁଁ ସହରରେ ସବୁଆଡେ ପାଣି ଆଉ ପାଣି ।  ଏତେ ପାଣି ଜମା ହୋଇଥିଲା ଯେ ପାଣି ନିଷ୍କାସନ ହୋଇ ନପାରିବାରୁ ବର୍ଷା…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ; ସିଲ୍ ହେଲା ମୁଖ୍ୟାଳୟ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଜଣ ଅଧିକାରୀ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ଚିହ୍ନଟ ହେବାପରେ ଦୁଇ ଦିନ ଲାଗି ମୁଖ୍ୟାଳୟ ଏବଂ ଏହା ଅଧିନରେ ଥିବା ସମସ୍ତ ଶାଖା କାର୍ଯ୍ୟାଳୟ ଗୁଡ଼ିକୁ ସିଲ୍ କରିଦିଆଯାଇଥିବା ଏନଡ଼ିଟିଭିରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ପ୍ରାୟ ୧୦…

ଜୁନ ୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅନଲାଇନ ଆଡମିସନ ଆରମ୍ଭ; ଅଗଷ୍ଟ ୧୧ରେ ପ୍ରକାଶ ପାଇବ ପ୍ରଥମ କଟ୍‌-ଅଫ୍ ତାଲିକା

ନୂଆଦିଲ୍ଲୀ: ସ୍ନାତକୋତ୍ତର ପାଠ୍ୟକ୍ରମ ଆଡମିସନ ନିମନ୍ତେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁସୂଚୀ ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ ଆସନ୍ତା ଜୁନ ୮ ତାରିଖ ସକାଳ ୧୦ରୁ ଅନ୍‌ଲାଇନ ରେଜିଷ୍ଟ୍ରେସନ ଆରମ୍ଭ ହେବ । ଅଧିକ ପଢନ୍ତୁ: ଜୁଲାଇ ଶେଷ ସେମିଷ୍ଟାର ପରୀକ୍ଷା ପାଇଁ ପଞ୍ଜାବ…

ଦିଲ୍ଲୀରେ ୭ ଟଙ୍କା ୧୦ ପଇସା ବଢିଲା ଡିଜେଲ୍ ଦର

ନୂଆଦିଲ୍ଲୀ: ମଦ ଉପରେ ଅତିରିକ୍ତ ୭୦ ପ୍ରତିଶତ ସ୍ୱତନ୍ତ୍ର କରୋନା ଫି ବୃଦ୍ଧି ହେବା ପରେ, ଏବେ ଦିଲ୍ଲୀ ସରକାର ମଙ୍ଗଳବାର ଦିନ ଇନ୍ଧନ ଉପରେ ଭାଲ୍ୟୁ ଆଡ଼େଡ୍ ଟ୍ୟାକ୍ସ (ଭାଟ୍‌) ବୃଦ୍ଧି କରିଛନ୍ତି । ଲିଟର ପିଛା ପେଟ୍ରୋଲ୍ ୧ଟଙ୍କା ୬୭ ପଇସା ବୃଦ୍ଧି ହୋଇଛି । ତେବେ ଦିଲ୍ଲୀରେ ଡିଜେଲ୍ ଦର…

ଲୋକସଭା କମିଟିକୁ ନିର୍ବାଚିତ ହେଲେ ଓଡ଼ିଶାର ୨ ସାଂସଦ

ଭୁବନେଶ୍ୱର: ଲୋକସଭାର ଦୁଇଟି ଭିନ୍ନ ଭିନ୍ନ କମିଟିକୁ ବିଜୁ ଜନତା ଦଳ (ବିଜେଡ଼ି)ର ଦୁଇ ଜଣ ବରିଷ୍ଠ ସାଂସଦ ନିର୍ବାଚିତ ହୋଇଛନ୍ତି । କଟକ ସାଂସଦ ତଥା ବରିଷ୍ଠ ବିଜେଡ଼ି ନେତା ଭର୍ତ୍ତୃହରି ମହତାବ ଲୋକସଭାର ପବ୍ଲିକ୍ ଆକାଉଣ୍ଟସ କମିଟିକୁ ନିର୍ବାଚିତ ହୋଇଛନ୍ତି । “ଲୋକସଭାର ପବ୍ଲିକ୍…

ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୩.୫

ନୂଆଦିଲ୍ଲୀ- ରବିବାର ଅପରାହ୍ନରେ ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି । ଦିଲ୍ଲୀ ଏନସିଆର ଅଂଚଳରେ ଏହି ଭୂମିକମ୍ପର ଝଝଟା ଅନୁଭୂତ ହୋଇଥିଲା । ପୂର୍ବ ଦିଲ୍ଲୀ ଏହାର କେନ୍ଦ୍ରସ୍ଥଳ ଥିଲା । ତୀବ୍ରତା ରିକ୍ଟର ସ୍କେଲରେ ୩ଦଶମିକ ୫ ରହିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ…

ପୁଣି ଜାମିଆ ବିଶ୍ୱବିଦ୍ୟାଳୟରେ ଫୁଟିଲା ଗୁଳି; ପୋଲିସର ତଦନ୍ତ ଜାରି

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନକୁ ନେଇ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ପୁଣିଥରେ ଗୁଳି ଫୁଟିବା ଘଟଣା ନଜରକୁ ଆସିଛି । ଜାମିଆ ମିଲିଆ ଇସ୍ଲାମିୟା ବିଶ୍ୱବିଦ୍ୟାଳୟର ଗେଟ୍ ନଂ-୫ରେ ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ଗୁଳିମାଡ କରିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ…

ଇନ୍ଦିରାଗାନ୍ଧୀ ବିମାନ ବନ୍ଦରରୁ ଆରଡିଏକ୍ସ ଜବତ !

ଭୁବନେଶ୍ୱର: ଦିଲ୍ଲୀସ୍ଥିତ ଇନ୍ଦିରାଗାନ୍ଧୀ ବିମାନ ବନ୍ଦରରୁ ସନ୍ଦେହଜନକ ଭାବେ ଶୁକ୍ରବାର ଏକ ବ୍ୟାଗ୍ ଜବତ କରାଯାଇଛି । ସେଥିରେ ବିପୁଳ ପରିମାଣର ବିସ୍ଫୋଟକ ସାମଗ୍ରୀ ରହିଥିବା ନେଇ ଆଶଙ୍କା କରାଯାଉଛି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଶୁକ୍ରବାର ଭୋର୍ ପ୍ରାୟ ୩ଟାରେ ଏହି…