ଆସନ୍ତାକାଲି ନୂଆଦିଲ୍ଲୀରେ ହେବ ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ
ନୂଆଦିଲ୍ଲୀ: ଆସନ୍ତାକାଲି ସକାଳ ସାଢେ ୮ଟାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେବେ ପ୍ରଣବ ।
ଏଥି ସହ ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଛି । ଏହି ସମୟରେ ଦେଶର ସମସ୍ତ ସ୍ଥାନରେ…