Latest Odisha News
Browsing Tag

New Guest

ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ନୂଆ ଅତିଥି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ନୂଆ ଅତିଥି। ଏହି ଅତିଥି କେହି ମଣିଷ ନୁହଁନ୍ତି ବରଂ ଏକ ବାଛୁରୀ। ଶନିବାର ଦିନ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ 'X' ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଭିଡିଓ କ୍ଲିପ୍ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି ଯେ…