ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି
ଭୁବନେଶ୍ବର: ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି । ଯାତ୍ରୀମାନଙ୍କ ସୁବିଧା ପାଇଁ ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରୁଥିବା ଦୁଇଟି…